ସରିଲା କ୍ୟାବିନେଟ ବୈଠକ: ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୧୩।୨(ବ୍ୟୁରୋ): ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ବୈଠକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଲାଗି ୧୦୦ ସିଟ୍‌ ବିଶିଷ୍ଟ ୨୩୭ଟି ହଷ୍ଟେଲ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ବେଳେ ଭୁବନେଶ୍ୱରରେ ଜଳଯୋଗାଣ ପାଇଁ ଟ୍ରିଟମେଣ୍ଟ ପ୍ଲାଣ୍ଟ ପ୍ରତିଷ୍ଠା ହେବାକୁ ଅନୁମୋଦନ ମିଳିଛି। ଏମ୍‌ଏସ୍‌ଏମଇ ନୀତି ୨୦୧୬ରେ ସଂଶୋଧନ ସହ ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନ ଅଣାଯାଇଛି। ସେହିପରି ତୃତୀୟ ଲିଙ୍ଗୀ ସନ୍ତାନଙ୍କ ପରିବାର ପେନ୍‌ସନ, ଜେଲରେ କଏଦୀଙ୍କ ମୃତ୍ୟୁ ହେଲେ ସମ୍ପର୍କୀୟଙ୍କୁ କ୍ଷତିପୂରଣ ଏବଂ ସମ୍ବଲପୁରରେ ତ୍ରିଲୋଚନ ନେତ୍ରାଳୟ ପାଇଁ ୫ ଏକର ଜମିକୁ ଅନୁମୋଦିତ କରିଛି କ୍ୟାବିନେଟ। ଏଥିସହ ଜଳ ସମ୍ପଦ ବିଭାଗର ଡ୍ରେନେଜ ଉନ୍ନତିକରଣ ଯୋଜନାକୁ ଅନୁମୋଦନ ମିଳିଛି । ବିଭାଗର ଏହି ନୂଆ ଯୋଜନା ଲାଗି କ୍ୟାବିନେଟରେ ଅର୍ଥ ମଧ୍ୟ ବ୍ୟୟବରାଦ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri