ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ନିୟମିତ ହେବେ ଅଙ୍ଗନଓ୍ବାଡି ସୁପରଭାଇଜର

ଭୁବନେଶ୍ୱର,୨୯।୨: ୫୦୪ ଠିକା ଅଙ୍ଗନଓ୍ବାଡି ସୁପରଭାଇଜର ନିୟମିତ ହେବେ। ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଅଙ୍ଗନୱାଡି କର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ଏହା ସହିତ ଅଙ୍ଗନୱାଡି କର୍ମୀଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନୱାଡ କର୍ମୀ, ମିନି ଅଙ୍ଗନୱାଡି କର୍ମୀ ଓ ଅଙ୍ଗନୱାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ

ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri