ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ: ୩୩ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଶେଷ ହୋଇଛି । ବୈଠକରେ ମୋଟ୍‌ ୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ଲାଗିଛି। ଏହି ସବୁ ପ୍ରସ୍ତାବ ମଧ୍ୟରେ ବୈତରଣୀ ନଦୀରେ ୨ଟି ବ୍ୟାରେଜ୍‌କୁ କ୍ୟାବିନେଟ୍‌ର ଅନୁମୋଦନ ମିଳିଥିବା ବେଳେ ୨ଶହ କୋଟି ବ୍ୟୟରେ ୨ଟି ବ୍ୟାରେଜ୍‌ ହେବ। ଯାହାଦ୍ୱାରା ଭଦ୍ରକ, ଧାମନଗର ଏବଂ ଯାଜପୁରର ଦଶରଥପୁର ବ୍ଲକ୍‌ର ଲୋକେ ଉପକୃତ ହେବେ। ଏହାସହ ବଲାଙ୍ଗୀର ଜିଲାର ଲୋୟର ସୁକତେଲ ପ୍ରକଳ୍ପ ଭୂତଳ ଜଳଯୋଗାଣ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ ମିଳିଛି। ପ୍ରାୟ ୧୩ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନ ପାଇଁ ୬୩୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ପାର୍ବତଗିରି ବୃହତ ଉଠା ଜଳସେଚନ ଯୋଜନା ପାଇଁ ୧୦ ହଜାର ୭୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri