ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ: ୩୩ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଶେଷ ହୋଇଛି । ବୈଠକରେ ମୋଟ୍‌ ୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ଲାଗିଛି। ଏହି ସବୁ ପ୍ରସ୍ତାବ ମଧ୍ୟରେ ବୈତରଣୀ ନଦୀରେ ୨ଟି ବ୍ୟାରେଜ୍‌କୁ କ୍ୟାବିନେଟ୍‌ର ଅନୁମୋଦନ ମିଳିଥିବା ବେଳେ ୨ଶହ କୋଟି ବ୍ୟୟରେ ୨ଟି ବ୍ୟାରେଜ୍‌ ହେବ। ଯାହାଦ୍ୱାରା ଭଦ୍ରକ, ଧାମନଗର ଏବଂ ଯାଜପୁରର ଦଶରଥପୁର ବ୍ଲକ୍‌ର ଲୋକେ ଉପକୃତ ହେବେ। ଏହାସହ ବଲାଙ୍ଗୀର ଜିଲାର ଲୋୟର ସୁକତେଲ ପ୍ରକଳ୍ପ ଭୂତଳ ଜଳଯୋଗାଣ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ ମିଳିଛି। ପ୍ରାୟ ୧୩ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନ ପାଇଁ ୬୩୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ପାର୍ବତଗିରି ବୃହତ ଉଠା ଜଳସେଚନ ଯୋଜନା ପାଇଁ ୧୦ ହଜାର ୭୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ର୍ନିବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri