ରାଜ୍ୟ କ୍ୟାବିନେଟ ବୈଠକ: ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୨୧।୧୧: ରାଜ୍ୟ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହୋଇଛଇ। ୯ଟି ଏଜେଣ୍ଡା ଉପରେ ଆଲୋଚନା ହେବା ନେଇ ସୂଚନା ମିଳିଛି। ଶୀତକାଳୀନ ଅଧିବେଶନ ସହ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବ। ବୈଠକରେ ପରିବହନ ମମନ୍ତ୍ରୀ , ଗଣଷିକ୍ଷା ମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri