ରାଜ୍ୟ କ୍ୟାବିନେଟ ବୈଠକ: ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୨୧।୧୧: ରାଜ୍ୟ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହୋଇଛଇ। ୯ଟି ଏଜେଣ୍ଡା ଉପରେ ଆଲୋଚନା ହେବା ନେଇ ସୂଚନା ମିଳିଛି। ଶୀତକାଳୀନ ଅଧିବେଶନ ସହ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବ। ବୈଠକରେ ପରିବହନ ମମନ୍ତ୍ରୀ , ଗଣଷିକ୍ଷା ମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily