୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ସରକାର ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମଙ୍ଗଳବାର ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ ଅବଗତ କରାଯାଇଛି।
ସୂଚନା ଅନୁଯାୟୀ, ରାଜ୍ୟରେ ଆଗାମୀ ଦିନରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବାକୁ ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପଞ୍ଚାୟତିରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନେକଗୁଡ଼ିଏ ନୂଆ ଯୋଜନା ତଥା କାର୍ଯ୍ୟକ୍ରମ ଉପରେ ନିଷ୍ପତ୍ତି ନିଆଯାଇପାରେ ବୋଲି ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?