୧୩ରେ ରାଜ୍ୟ କ୍ୟାବିନେଟ: ଆସିପାରେ ୮ରୁ ଅଧିକ ପ୍ରସ୍ତାବ

ଭୁବନେଶ୍ୱର,୯ା୮ (ରବିନାରାୟଣ ଜେନା):ଅଗଷ୍ଟ ୧୩ରେ ରାଜ୍ୟ କ୍ୟାବିନେଟ୍‌ର ୨୪ତମ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୭ ବିଭାଗର ୮ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଆସିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ସୂଚନା ଅନୁଯାୟୀ, ରାଜ୍ୟରେ ବନ୍ୟଜନ୍ତୁ ଓ ମଣିଷ ଲଢ଼େଇ ବୃଦ୍ଧି ପାଉଛି। ଜଙ୍ଗଲର ସୁରକ୍ଷା ସହିତ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ଦୃଷ୍ଟିିରେ ରଖି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ବିଭାଗ ପକ୍ଷରୁ ଆସିବାକୁ ରହିଛି। ଏହାସହିତ ରାଜସ୍ବ, ଅର୍ଥ, ଗୃହ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିପାରେ। ରାଜ୍ୟରେ ସମ୍ପ୍ରତି ଦେଖାଦେଇଥିବା ଆଇନଶୃଙ୍ଖଳା ସ୍ଥିତିକୁ କିଭଳି ନିୟନ୍ତ୍ରଣ କରାଯାଇପାରିବ ଏବଂ ମହିଳାଙ୍କୁ ସ୍ବାବଲମ୍ବୀ ସହିତ ବୃଦ୍ଧାବୃଦ୍ଧଙ୍କୁ ନିରାପତ୍ତା ବଳୟ ଭିତରକୁ ଅଣାଯାଇପାରିବ ସେନେଇ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ କ୍ୟାବିନେଟ୍‌ ବୈଠକ ମୋହର ମାରିବ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ନିୟନ୍ତ୍ରଣ ବାହାରେ ରନ୍ଧନ ଗ୍ୟାସ ଦର: ଏତିକି ଟଙ୍କା ମହଙ୍ଗା ହୋଇଯିବ ଘରୋଇ ସିଲିଣ୍ଡର, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୫: ରୋଷେଇ ଘରେ ଚୁଲା ଜାଳିବା ଆହୁରି ମହଙ୍ଗା ହେବାକୁ ଯାଉଛି। ଯଦି ଆପଣ ଏହା ଜାଣିନାହାଁନ୍ତି, ତେବେ ସତର୍କ ରୁହନ୍ତୁ। ସରକାର ଏପରି ସଙ୍କେତ ଦେଉଛନ୍ତି…

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା…

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri