Posted inରାଜ୍ୟ

ପହିଲାରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୩୧ା୭ (ରବିନାରାୟଣ ଜେନା)
ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୬ଟି ବିଭାଗର ୭ଟିରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବାକୁ ରହିଛି। ସେଥିମଧ୍ୟରେ ରାଜ୍ୟର ରାଜସ୍ବ ନୀତିରେ କେତେକ ସଂଶୋଧନ ସହ ଶିକ୍ଷା, ସ୍ବାସ୍ଥ୍ୟ ଭଳି ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ରହିଛି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ଇତିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ର ୨୨ଟି ବୈଠକ ଅନୁଷ୍ଠିତ ହୋଇସାରିଲାଣିି। ସେଥିରେ ରାଜ୍ୟର ଶିକ୍ଷା, ସ୍ବାସ୍ଥ୍ୟ, ମହିଳା ଓ ଚାଷୀଙ୍କ ବିକାଶ ସହିତ ସରକାରୀ କର୍ମଚାରୀଙ୍କ ବିଭିନ୍ନ କ୍ୟାଡର ସଂଶୋଧନ ନିୟମ ଅଣାଯାଇଛି। ତେବେ ୨୦୩୬ ସୁଦ୍ଧା ସରକାର ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଗଣିତ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଏହାକୁ ନେଇ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧ରେ ଅନୁଷ୍ଠିତ ହେବାକୁଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକ ବଡ଼ ଭୂମିକା ରଖିବ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri