୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ବିଭାଗର ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବାକୁ ରହିଛି।
ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଭାଜପା ସରକାରକୁ ଜୁନ୍‌ ୧୨ରେ ଦୁଇବର୍ଷ ପୂରଣ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟ କ୍ୟାବିନେଟ୍‌ରେ ଦୁଇ-ତିନୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ। ସେଥିମଧ୍ୟରେ ଅନୁସୂଚିତ ଜାତି ଓ ଜନଜାତି, ପୂର୍ତ୍ତ, ଜଳସମ୍ପଦ, ଅର୍ଥ, ସାଧାରଣ ପ୍ରଶାସନ, ରାଜସ୍ବ ବିଭାଗର ପ୍ରସ୍ତାବମାନ ରହିଛି।

ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ପୂର୍ବରୁ ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ଲାଗି ‘ସୁଭଦ୍ରା’, କୃଷକମାନଙ୍କୁ ଆର୍ଥିକ ସଶକ୍ତୀକରଣ ଲାଗି ଇନ୍‌ପୁଟ ସବ୍‌ସିଡି, ୮୦ବର୍ଷରୁ ଊର୍ଦ୍ଧ୍ୱ ବର୍ଗଙ୍କୁ ୩,୫୦୦ଟଙ୍କାର ଭତ୍ତା ବ୍ୟବସ୍ଥା କରାଯାଇଛି। ଏହାସହିତ ଛାତ୍ରୀଛାତ୍ରଙ୍କୁ ବସ୍‌ରେ ମାଗଣା ପରିବହନ ସେବା ଭଳି ବ୍ୟବସ୍ଥା ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଏହି କ୍ୟାବିନେଟ୍‌ର ବହୁ ଗୁରୁତ୍ୱ ରହିଛି ବୋଲି ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନକୁ ସବୁଜ ପତାକା ଦେଖାଇବେ ପିଏମ ମୋଦି; ଏହି ସବୁ ରୁଟ୍‌ରେ ଚାଲିବ…

ନୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣାର ଜିନ୍ଦଠାରୁ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନର ଶୁଭାରମ୍ଭ କରିବେ। ଏହାସହ ଭାରତ ବିଶ୍ୱର ସେହି କେତେକ ସୀମିତ ଦେଶଙ୍କ…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri