ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ।
ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଉକ୍ତ ବୈଠକରେ ବିଭିନ୍ନ ବିଭାଗର ୯ରୁ ଅଧିକ ପ୍ରସ୍ତାବ ଅନୁମୋଦନ ପାଇଁ ଉପସ୍ଥାପିତ ହେବ। ପୂର୍ତ୍ତ, ରାଜସ୍ବ ଓ ଅନ୍ୟାନ୍ୟ ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ଏଗୁଡ଼ିକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ…

ସାର୍ବଜନୀନ ମହାଭିଯୋଗ ସଭାରେ ରାହୁଲଙ୍କ ବଡ଼ ଦାବି: ଜ୍ଞାନେଶ କୁମାର CEC ଭାବେ ତିଷ୍ଠି ପାରିବେ ନାହିଁ

ନୂଆଦିଲ୍ଲୀ,୩୧ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଶନିବାର ପ୍ରତୀକାତ୍ମକ ସାର୍ବଜନୀନ ମହାଭିଯୋଗ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ…

ମହାରାଷ୍ଟ୍ରରେ ଫୁଲବାଣୀ ଗଞ୍ଜେଇର ଚାହିଦା: ସମ୍ମୁଖରୁ ୫ ନିଶା ମାଫିଆଙ୍କୁ ଧରିଲା ଏସ୍‌ଟିଏଫ୍‌

ଖୋର୍ଦ୍ଧା, ୩୧ା୧୦ (ପ୍ରଭାତ ପାଣିଗ୍ରାହୀ): ଫୁଲବାଣୀରୁ ମହାରାଷ୍ଟ୍ରକୁ ଗଞ୍ଜେଇ ଚାଲାଣ ପାଇଁ ଚାଲିଥିଲା ଯୋଜନାବଦ୍ଧ କାରବାର। ଦୁଇଟି ଦାମୀ କାର୍‌ରେ ପ୍ରାୟ ଏକ କ୍ୱିଣ୍ଟାଲ ଗଞ୍ଜେଇ ନେଇ…

ଇସ୍ରାଏଲ ନିର୍ବାଚନ: ନେତାନ୍ୟାହୁଙ୍କ ସିଂହାସନ ଅନିଶ୍ଚିତ, ଭାରତ ଉପରେ ପଡ଼ିବ କି ପ୍ରଭାବ ଜାଣନ୍ତୁ…

ଜେରୁଜେଲମ୍‌,୩୧ା୧୦: ଇସ୍ରାଏଲର ୧୨୦ ଆସନ ବିଶିଷ୍ଟ ସଂସଦ ‘କ୍ନେସେଟ’ ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିନାହିଁ। ସରକାର ଗଠନ ପାଇଁ ୬୧ଟି ଆସନ ଆବଶ୍ୟକ…

ପୁଣି ସମ୍ଭାବ୍ୟ ଲଘୁଚାପକୁ ନେଇ ଆତଙ୍କିତ ଲୋକେ: ବନ୍ୟାରେ ଘରଦ୍ୱାର, ଚାଷଜମି କ୍ଷତିଗ୍ରସ୍ତ; ଜୀବିକା ହରାଇଛନ୍ତି ମତ୍ସ୍ୟଜୀବୀ

ଗଞ୍ଜାମ, ୩୧ା୧୦ (ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ ମହାବାତ୍ୟାର ରୂପ ନେଇ ଲୋକଙ୍କ ଜୀବନଜୀବିକାକୁ ଅସ୍ତବ୍ୟସ୍ତ କରିଦେଇଥିବା ବେଳେ ପୁଣି ଏକ ସାମୁଦ୍ରିକ ଝଡ଼ ସୃଷ୍ଟି…

ବନ୍ୟାଞ୍ଚଳରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍: କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ, ନବୀନଙ୍କୁ ଦିଆଯିବ ରିପୋର୍ଟ

ପାତ୍ରପୁର, ୩୧ା୧୦ (ଉମା ଚରଣ ନେପାକ): ବାତ୍ୟା ପରବର୍ତ୍ତୀ ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ବିଜେଡିର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ପାତ୍ରପୁର ଅଞ୍ଚଳର କ୍ଷତିଗ୍ରସ୍ତ ଗାଁ…

ମମତା ଯୋଜନା ନାଁ ରେ ମହିଳା ଙ୍କୁ ଠକେଇ: ଲକ୍ଷାଧିକ ଟଙ୍କା ଲୁଟି ନେଲେ ସାଇବର ଅପରାଧି

ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମର ପି. ମିନି ରେଡ୍ଡୀ ନାମ୍ନୀ ଜଣେ ଗର୍ଭବତୀ ମହିଳା ଙ୍କୁ ମମତା…

ଗଞ୍ଜାମରେ ୭୩ ଗାଁ ବନ୍ୟା ପ୍ରଭାବିତ:୫୬ ହଜାର ୫୧ ଜଣଙ୍କୁ ସ୍ଥାନାନ୍ତର

ଛତ୍ରପୁର, ୩୧ା୧୦ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲରେ ବନ୍ୟା ସ୍ଥିତିକୁ ନେଇ ଜିଲାପାଳ ଶନିବାର ସାମ୍ବାଦିକ ସମ୍ମିଳନୀ କରି ସ୍ଥିତି ସମ୍ପର୍କରେ ସୂଚନା ଦେଇଛନ୍ତି। ଜିଲାରେ ବନ୍ୟାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?