ଆଜି ରାଜ୍ୟ କ୍ୟାବିନେଟ୍‌: ୮ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧୪ା୫(ସୁନିତ୍‌ ମିଶ୍ର):ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟା ସମୟରେ ଅନୁଷ୍ଠିତ ହେବ। କ୍ୟାବିେନେଟ୍‌ରେ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ପଞ୍ଚାୟତିରାଜ, ନଗର ଉନ୍ନୟନ, ଗୃହ, ଜଳ ସମ୍ପଦ ଏବଂ ପୂର୍ତ୍ତ ବିଭାଗର କେତେକ ପ୍ରସ୍ତାବ ଉପରେ ମୋହର ବାଜିବ ବୋଲି ଜଣାପଡ଼ିଛି। ଅନ୍ୟପକ୍ଷରେ ଆସନ୍ତା ଗୋଟିଏ ମାସ ପରେ ଭାଜପା ଶାସନାଧୀନ ସରକାରକୁ ବର୍ଷେ ପୂର୍ତ୍ତି ପାଳନ ହେବାକୁ ଥିବାବେଳେ କ୍ୟାବିନେଟ୍‌ରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିପାରେ ବୋଲି ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri