ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ରେ ୭ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଆସିବାକୁ ରହିଛି। ସେଥିମଧ୍ୟରେ ନିର୍ମାଣ ବିଭାଗର ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରହିଥିବାବେଳେ ସ୍ବାସ୍ଥ୍ୟ, ଜଳସମ୍ପଦ, ରାଜସ୍ବ ଭଳି ଅନ୍ୟାନ୍ୟ ବିଭାଗର ପ୍ରସ୍ତାବ ରହିଛି। ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବାପାଇଁ ଲକ୍ଷ୍ୟ ରହିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରେ ସ୍ବତନ୍ତ୍ର ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଏହି ପରିପ୍ରେକ୍ଷୀରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ସରକାର ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି କି ପ୍ରକାର ନିଷ୍ପତ୍ତି ନେଉଛନ୍ତି ତାହା ଉପରେ ସମସ୍ତଙ୍କ ନଜର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri