ଆଜି ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୨୫ା୧୦(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲା କନ୍‌ଫରେନ୍ସ ହଲ୍‌ଠାରେ ଅପରାହ୍ନ ୫ଟା ସମୟରେ ହେବାକୁ ଥିବା ଏହି ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଆଇନ, ପୂର୍ତ୍ତ, ଜଳ ସମ୍ପଦ, ଗୃହ, ସ୍କୁଲ ଓ ଗଣଶିକ୍ଷା ବିଭାଗର କେତେକ ପ୍ରସ୍ତାବ ଉପରେ ମୋହର ବାଜିପାରେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

‘ହଁ ମୁଁ ଏକଛତ୍ରବାଦୀ’, ଡାଭୋସରେ ଏମିତି ବୟାନ ଦେଲେ ଟ୍ରମ୍ପ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଡାଭୋସ,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ ଆକ୍ରମଣାତ୍ମକ ଶୈଳୀ ବିରୁଦ୍ଧରେ ବିଶ୍ୱ ସ୍ତରରେ ପ୍ରତିବାଦର ସ୍ବର ବଢ଼ୁଛି। ଭେନେଜୁଏଲା ଏବଂ ଗ୍ରୀନଲାଣ୍ଡ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri