ଆଜି ରାଜ୍ୟ କ୍ୟାବିନେଟ୍‌: ହୋଇପାରେ ବଡ଼ ଧରଣର ନିଷ୍ପତ୍ତି

ଭୁବନେଶ୍ୱର,୬ା୬: ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ  ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବସିବ। ଅପରାହ୍ନ ୪ଟାରେ ଲୋକସେବା ଭବନ ତୃତୀୟ ମହଲାର ସମ୍ମିଳନୀ କକ୍ଷରେ ଏହି ବୈଠକ ବସିବାକୁ ଥିବାବେଳେ ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ ଆସନ୍ତା ୧୨ ତାରିଖରେ ହେବାକୁ ଥିବାବେଳେ କିଛି ବଡ଼ ଧରଣର ନିଷ୍ପତ୍ତି ହୋଇପାରେ ବୋଲି କୁହାଯାଉଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ବିଭିନ୍ନ ବିଭାଗର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ରେ ମୋହର ବାଜିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?