ପଦ୍ମପୁରରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ପଦ୍ମପୁର,୨୯।୧୧(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ସବୁ ମହଲରୁ ତତ୍ପରତା ସେତିକି ପ୍ରକାଶ ପାଉଛି। ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୁହାନୀ ପଦ୍ମପୁରରେ ପହଞ୍ଚି ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବା ସହ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି।
ଏହି ଗସ୍ତ ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ଯେଉଁ ସବୁ ଅଭିଯୋଗ ରହିଛି, ସବୁ ଦିଗକୁ ନେଇ ତର୍ଜମା ଚାଲିଛି। ଖୁବଶୀଘ୍ର ଆବଶ୍ୟକ ପଦକ୍ଷେପ ନିଆଯିବ । ଶାନ୍ତିଶୃଙ୍ଖଳାରେ ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ପ୍ରାଥମିକତା ଦିଆଯାଉଛି। ଡିସେମ୍ବର ୫ ତାରିଖରେ ପଦ୍ମପୁରରେ ଉପନିର୍ବାଚନ ହେବାକୁ ଯାଉଛି । ଏଥି ସବୁ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଧାରଣାରୁ ମିଳିଲା ଯୁବକଙ୍କ ମୁଣ୍ଡବିହୀନ ମୃତଦେହ:ଏଟିଏମ୍‌ ଓ ଆଧାର କାର୍ଡରୁ ମିଳିଲା ପରିଚୟ

ଚଣ୍ଡିଖୋଲ(ଡି.ଏନ୍‌.ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୨୭।୮-ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଗୋଳନ୍ଥରା ରେଳଧାରଣା ପାର୍ଶ୍ୱରୁ ମଙ୍ଗଳବାର ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପକେଟରୁ ମିଳିଥିବା ଏଟିଏମ୍‌ ଓ...

‘୨୦୨୩ ସୁଦ୍ଧା ପଦ୍ମପୁର ହେବ ଜିଲା’

ବରଗଡ଼ ଅଫିସ୍‌/ପାଇକମାଳ/ ଝାରବନ୍ଧ/ପଦ୍ମପୁର,୩ା୧୨: କଥା ନୁହେଁ, କାମରେ ବିଶ୍ୱାସ କରେ। ଆସନ୍ତା ୨୦୨୩ ସୁଦ୍ଧା ପଦ୍ମପୁର ଜିଲା ଗଠନ ହେବ। ନିର୍ବାଚନ ଆଚରଣ ସଂହିତା ଉଠିଲେ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

‘ମନ୍ତ୍ରୀଙ୍କ ମୃତଦେହ ଧରି ସରକାର ଡ୍ରାମା କରୁଛନ୍ତି’

ସମ୍ବଲପୁର,୧।୨(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ନବ କିଶୋର ଦାସଙ୍କୁ ରବିବାର ପୋଲିସ କର୍ମଚାରୀ ଗୁଳିକରି ହତ୍ୟା କରିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି...

ଆଜି ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨।୭: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶୁକ୍ରବାର ତିନି ରଥ ଶରଧାବାଲିରେ ପହଞ୍ଚିଛି। ଶନିବାର ମହାପ୍ରଭୁଙ୍କ ନୀତିକାନ୍ତି ପରେ ପହଣ୍ଡିରେ...

CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା

ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ...

ରୋବଟିକ୍‌ ନର୍ସ ମେଶିନ କଲେ ବିଜ୍ଞାନ ଛାତ୍ର

ନିମାପଡ଼ା,୩୧।୭(ଡି.ଏନ.ଏ): କରୋନା ବିପତ୍ତି ସମୟରେ ସରକାରଙ୍କୁ ସହାୟତା କରିବା ଉଦ୍ଦେଶ୍ୟରେ ଜଣେ ବିଜ୍ଞାନ ଛାତ୍ର ରୋବଟିକ୍‌ ନର୍ସ ମେଶିନ ପ୍ରସ୍ତୁତ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି।...

କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ହେବ ମଠ ପୁନଃ ନିର୍ମାଣ

ପୁରୀ ଅଫିସ, ୧।୮: ଶ୍ରୀମନ୍ଦିର ଐତିହ୍ୟ ସୁରକ୍ଷା କରିଡର୍‌ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ବ୍ରିଜ୍‌ ଆଣ୍ଡ କର୍ପୋରେଶନ...

Advertisement
Archives

Model This Week