ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଚୟନ: ସ୍ଥଗିତାଦେଶ ଜାରି କଲେ ହାଇକୋର୍ଟ

କଟକ ଅଫିସ,୧୩।୧୨: ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଚୟନକୁ ନେଇ ବିବାଦର ଶୁଣାଣି କରିଛନ୍ତି ହାଇକୋର୍ଟ । ଚଳଚ୍ଚିତ୍ର ପୁରସ୍କାର ପାଇଁ ଚୟନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରିଥିଲେ ନିର୍ଦ୍ଦେଶକ ବବି ଇସଲାମ । ଏହାର ଶୁଣାଣି କରି ହାଇକୋର୍ଟ ଏହି ନିଷ୍ପତ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି । ଚଳଚ୍ଚିତ୍ରଗୁଡ଼ିକର ପୁନଃବିଚାର କରି ଚୟନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମଙ୍ଗଳବାର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଥାନ୍ତା ।ତେବେ ଆଜି କୋର୍ଟ ଏହା ଉପରେ ସ୍ଥଗିତାଦେଶ ଶୁଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଢ଼ା ମଜୁରୀ ଉଠୁନି

କେନ୍ଦୁଝର, ୩।୧୧(ସ୍ବ.ପ୍ର.)-କରୋନା ମହାମାରୀ ଯୋଗୁ ଅନେକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି ା ବିଶେଷ କରି ପାର୍ବଣ ଋତୁରେ କାରିଗରମାନେ ମୂର୍ତ୍ତି ଗଢି ଯାହା ରୋଜଗାର...

ସମଲେଇ ମନ୍ଦିର, ହୀରାକୁଦର ବିକାଶ ହେବ

ସମ୍ବଲପୁର,୨୨ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମା’ସମଲେଇଙ୍କ ଦର୍ଶନ କରିଛନ୍ତି। ନବବର୍ଷ ଉପଲକ୍ଷେ ସେ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ଅବସରରେ ସେ...

ପାହାଡରୁ ଧସିଲା ପଥର, ଯାତାୟତରେ ବାଧାପ୍ରାପ୍ତ

ଗୁଣପୁର,୨୪ା୧୦(ଡି.ଏନ.ଏ)-ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ଏକ ବଡ଼ ପଥର ଖସି ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ରିଜିଂତାଲ ରାସ୍ତାରେ...

ଭଦ୍ରକର ଦୁଇ ଲକ୍ଷ ଉଜ୍ଜଳା ପରିବାରକୁ ମିଳିବ ମାଗଣା ଗ୍ୟାସ, ବିତରକ କର୍ମଚାରୀଙ୍କୁ ୫ ଲକ୍ଷର ବୀମା

ଭଦ୍ରକ ଅଫିସ, ୧୧।୪ – କରୋନା ମୁକାବିଲା ପାଇଁ ଭଦ୍ରକ ଜିଲାରେ ୨,୦୯,୦୦୦ ପରିବାରକୁ ମାସିକ ଗୋଟିଏ କରି ତିନୋଟି ଏଲ୍‌ପିଜିର ଦାମ୍‌ ସରକାରଙ୍କ ପକ୍ଷରୁ...

ଭଦ୍ରକ ଗାନ୍ଧୀପଡ଼ିଆରେ ଭୂମିପୂଜନ: ୫ ପ୍ଲାଟୁନରୁ ଅଧିକ ପୋଲିସ ମୁତୟନ

ଭଦ୍ରକ ଅଫିସ,୬ା୮- ଅଯୋଧ୍ୟାରେ ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ଉପଲକ୍ଷେ ବୁଧବାର ଭୂମି ପୂଜନ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏହି ଐତିହାସିକ କାର୍ଯ୍ୟକୁ...

ମନରେ ସେବା ଭରିଦେଲା ପ୍ରେମ

ପୁରୀ ଅଫିସ,୧୪।୨: ଦରିଆ ସେପାରିର ପ୍ରେମ। ଏହି ପ୍ରେମ ଭିତରେ ମାଇଲ ମାଇଲର ଦୂରତା। ଭାଷା, ଚାଲିଚଳଣି ଓ ପରମ୍ପରା ଦୃଷ୍ଟିକୋଣରୁ ଉଭୟ ଏକଦମ୍‌ ଭିନ୍ନ।...

ସୁନ୍ଦରଗଡ଼ରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲାବାସୀଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି...

ନରସିଂହପୁର ଇଲେକ୍ଟ୍ରି ଡିଜିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢାଉ: ୧.୩୬ କୋଟିର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୯: କଟକ ଜିଲା ନରସିଂହପୁର ଇଲେକ୍ଟ୍ରି ଗ୍ରୀଡ୍‌ର ଡେପୁଟି ଜେନେରାଲ ମ୍ୟାନେଜର (ଡିଜିଏମ୍‌) ରାମେଶ୍ୱର ମହଲାଙ୍କ ଘରୁ ଭିଜିଲାନ୍ସ ବିଭାଗ ୧ କୋଟି...

Advertisement
Archives

Model This Week