ଆଧୁନିକୀକରଣ ହେବ ରାଜ୍ୟ ଫୋରେନ୍‌ସିକ ବିଜ୍ଞାନ ସେବା ସଙ୍ଗଠନ

ଭୁବନେଶ୍ୱର,୨।୮(ଅନିଲ ଦାସ): ରାଜ୍ୟରେ ଅପରାଧ ନ୍ୟାୟ ବ୍ୟବସ୍ଥାକୁ ସୁଦୃଢ଼ କରିବା ସକାଶେ ରାଜ୍ୟ ଅପରାଧ ବିଧି ସେବା ସଙ୍ଗଠନ(ଫୋରେନସିକ ସାଇନ୍ସ ସର୍ଭିସେସ ଅର୍ଗାନାଇଜେଶନ)କୁ ଆଧୁନିକୀକରଣ କରିବା ପାଇଁ ରାଜ୍ୟ ସରକାର ରାଜ୍ୟ ଅପରାଧ ବିଧି ସେବା ସଙ୍ଗଠନ ଆଧୁନିକୀକରଣ ନାମରେ ଏକ ନୂଆ ସ୍କିମ୍‌ ଆରମ୍ଭ କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୫୦.୦୫ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଆସନ୍ତା ୫ ବର୍ଷ (୨୦୨୩-୨୪ରୁ ୨୦୨୭-୨୮) ମଧ୍ୟରେ ଏହି ଅର୍ଥ ଖର୍ଚ୍ଚ କରାଯିବ। ସେହି ଅର୍ଥରୁ ବାଲେଶ୍ୱର ଓ ସମ୍ବଲପୁରଠାରେ ନୂତନ ଆଞ୍ଚଳିକ ଫୋରେନ୍‌ସିକ ଲାବୋରେଟୋରି କୋଠା ନିର୍ମାଣ ପାଇଁ ୨୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏଥିସହିତ ୧୨୫.୨୫ କୋଟି ଯନ୍ତ୍ରପାତି କ୍ରୟ ଏବଂ ୩.୫୦ କୋଟି ଟଙ୍କା ମୋବାଇଲ ଫୋରେନସିକ୍‌ ଭ୍ୟାନ ଓ ଅନ୍ୟାନ୍ୟ କ୍ଷେତ୍ରରେ ଖର୍ଚ୍ଚ କରାଯିବ।
୫-ଟି ବ୍ୟବସ୍ଥା ଅଧୀନରେ ଏହି ସ୍କିମ୍‌ରେ ମାମଲାଗୁଡ଼ିକର ତୁରନ୍ତ ଫଇସଲା, ଆଞ୍ଚଳିକ ଓ ଜିଲାସ୍ତରରେ ଅପରାଧ ବିଧି ବିଜ୍ଞାନାଗାରଗୁଡିକୁ ସୁଦୃଢ଼ କରାଯିବା, ବୈଜ୍ଞାନିକ ପ୍ରଣାଳୀରେ ତଦନ୍ତକୁ ଉନ୍ନତ କରିବା, ଆଧୁନିକ ଜ୍ଞାନକୌଶଳକୁ ବିନିଯୋଗ କରି ଆପରାଧିକ ମାମଲାଗୁଡ଼ିକର ତୁରନ୍ତ ଫଇସଲା ଆଦି ଉପରେ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri