ନୂଆ ଭାରିଆଣ୍ଟକୁ ନେଇ ରାଜ୍ୟ ସରକାର ସଜାଗ: ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୩।୧୨(ବ୍ୟରୋ): ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ। ଯାହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ତେବେ କରୋନା ସ୍ଥିତିକୁ ନେଇ କ’ଣ ପଦକ୍ଷେପ ନିଆଯିବ ସେନେଇ ବୈଠକରେ ଆଲୋଚନା ହେବ। ସ୍ବାସ୍ଥ୍ୟବିଭାଗ ସହ ଆର୍‌ଏମଆର୍‌ସି,ଆଇଏଲ୍‌ଏସ୍‌ ବୈଠକରେ ସାମିଲ ହେବେ। ଏଥିସହ ହକି ବିଶ୍ୱ କପ୍‌ ଏବଂ ନୂଆବର୍ଷ ପାଇଁ ଗାଇଡ୍‌ଲାଇନ୍‌ ସ୍ଥିର କରିବାକୁ ସରକାରଙ୍କୁ ସ୍ବାସ୍ଥ୍ୟବିଭାଗ ସୁପାରିସ କରିବ ବୋଲି ଜଣାପଡିଛି। ବର୍ତ୍ତମାନ ଭୟଭୀତ ନ ହୋଇ ସତର୍କ ରହିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri