ରାଜ୍ୟ ସରକାରଙ୍କ ଡିସେମ୍ବର ଗାଇଡଲାଇନ: ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନେଇ ଡିସେମ୍ବର ମାସ ପାଇଁ ରାଜ୍ୟ ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। ଡିସେମ୍ବର ୩୧ ଯାଏ ଏହି ଗାଇଡଲାଇନ ବଳବତ୍ତର ରହିବ। କଣ୍ଟେନମେଣ୍ଟ ଜୋନରେ ଲକ ଡାଉନ ଜାରି କରାଯାଇପାରିବ। ସ୍ଥାନୀୟ ପ୍ରଶାସନ ସତର୍କତାର ସହ କଣ୍ଟେନମେଣ୍ଟ ଜୋନ ନିର୍ଦ୍ଧାରଣ କରିବେ। ସାମାଜିକ, ଧାର୍ମିକ, ରାଜନୈତିକ ଆଦି ସମାବେଶରେ ଅଧିକ ଗହଳି ମନା କରାଯାଇଛି। ସେହିପରି ଡିସେମ୍ବର ୩୧ ଯାଏ ଦେଶ ବାହାରକୁ ବିମାନରେ ଯାତ୍ରା ଉପରେ ରୋକ ଲଗାଯାଇଛି। ବାହାଘର ଉତ୍ସବରେ ସର୍ବାଧିକ ୨୦୦ ବ୍ୟକ୍ତିଙ୍କୁ ଅନୁମତି
ଦିଆଯାଇଛି। ବିବାହ, ଅନ୍ତ୍ୟେଷ୍ଟି କାର୍ଯ୍ୟରେ ମାସ୍କ, ସାମାଜିକ ଦୂରତ୍ୱ ବଜାୟ ବାଞ୍ଛନୀୟ। ଚଳିତବର୍ଷ ତୋଷାଳୀ, ଶିଶିର ସରସ ଆଦି ମେଳା କରାଯିବ ନାହିଁ। ଗଣଶିକ୍ଷା ବିଭାଗ ସ୍କୁଲ ଖୋଲିବା ଉପରେ ନିଷ୍ପତ୍ତି ନେଇପାରିବ ବୋଲି ଗାଇଡଲାଇନରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri