Posted inଜାତୀୟ

ରାଜଭବନରେ ଗୋଇନ୍ଦାଗିରି କରୁଛନ୍ତି ରାଜ୍ୟ ସରକାର

କୋଲକାତା, ୧୬।୮: ରାଜଭବନ ଉପରେ ତୀକ୍ଷଣ୍‌ ନଜର ରଖାଯାଉଛି। ରାଜ୍ୟ ସରକାର ରାଜଭବନରେ ଗୋଇନ୍ଦାଗିରି କରୁଛନ୍ତି। ଏଭଳି ଗୁରୁତର ଅଭିଯୋଗ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ୍‌ ଧନଖଣ୍ଡ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରଙ୍କ ଉପରେ ଆଣିଛନ୍ତି। ରାଜଭବନରେ ଚାଲିଥିବା ସମସ୍ତ କାର୍ଯ୍ୟକ୍ରମ ସୂଚନା ରାଜ୍ୟ ସରକାରଙ୍କ ପାଖକୁ ଯାଉଥିବା ସେ କହିଛନ୍ତି। ତେବେ ସେ ସର୍ଭେଲାନ୍ସ୍‌କୁ ସହ୍ୟ କରିବେ ନାହିଁ ବୋଲି ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା ଦେଇଛନ୍ତି। ରାଜ୍ୟରେ ଅରାଜକତା ଜାରି ରହିଥିବା ନେଇ ସେ କ୍ଷୋଭ ପ୍ରକାଶ କରିଛନ୍ତି। ରାଜଭବନ ଉପରେ ଏଭଳି ଗୋଇନ୍ଦାଗିରି କରୁଥିବା ଲୋକଙ୍କ ଉପରେ ଦୃଢ଼କାର୍ଯ୍ୟାନୁଷ୍ଠାନ ହେବା ଆବଶ୍ୟକ ବୋଲି ରାଜ୍ୟପାଳ ମମତାଙ୍କ ନାମ ନେଇ ଏଭଳି କହିଛନ୍ତି। ରାଜ୍ୟପାଳଙ୍କ ଏଭଳି ଅଭିଯୋଗ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମଝିରେ ବାଘ

ହାଇଦ୍ରାବାଦ, ୧୫।୫: ପ୍ରାଣଘାତୀ କରୋନା କବଳରୁ ବର୍ତ୍ତିବା ଲାଗି ସରକାର ଦେଶବ୍ୟାପୀ ଲକ୍‌ଡାଉନ ଲାଗୁ କରିଥିବା ବେଳେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଘଟଣା ଦେଖିବାକୁ...

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

ହାଥରସ ଗଣବଳାତ୍କାର ମାମଲାର ଅଭିଯୁକ୍ତଙ୍କ ପାଇଁ ଲଢିବେ ଆଇନଜୀବୀ ଏପି ସିଂ

ନୂଆଦିଲ୍ଲୀ,୫।୧୦-ବରିଷ୍ଠ ଆଇନଜୀବୀ ଏପି ସିଂ ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାରେ ଗିରଫ ଅଭିଯୁକ୍ତଙ୍କ ପାଇଁ କୋର୍ଟରେ ମାମଲା ଲଢିବେ ବୋଲି ଜଣାପଡିଛି। ଏହି ମାମଲାରେ ଅଭିଯୁକ୍ତଙ୍କୁ...

ରିମ୍ସରେ ହେବ ଲାଲୁଙ୍କ ଚିକିତ୍ସା

ରାଞ୍ଚି,୨୭।୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କର ଅନ୍ୟ କୌଣସି ହସ୍ପିଟାଲରେ ଚିକିତ୍ସା କରାଯିବ ନାହିଁ। ପୂର୍ବପରି ରାଞ୍ଚିର ରିମ୍ସ...

୪୦ ଦିନିଆ ସଂସଦୀୟ ଅଧିବଶେନରେ କେହି ମନ୍ତ୍ରୀ ବିଦେଶ ଯାତ୍ରା କରିପାରିବେ ନାହିଁ

ନୂଆଦିଲ୍ଲୀ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ସମସ୍ତେ ସାଢେ ୯ଟା ପୂର୍ବରୁ କାର୍ଯ୍ୟାଳୟ ପହଞ୍ଚିବା ଦରକାର। ଏହାସହ ମୋଦି ତାଙ୍କ...

ଦୁଇ ମାସ ମାଗଣାରେ ମିଳିବ ରାସନ

ନୂଆଦିଲ୍ଲୀ,୨୩।୪: ଭାରତରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଏଥିରେ ପ୍ରଭାବିତ ହେଉଥିବା ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଲଗାଯାଇଛି। ଫଳରେ ଗରିବ ଲୋକମାନେ...

ଆଖି ବୁଜିଲେ ୩୮ ରୋଗୀ

ନୂଆଦିଲ୍ଲୀ,୨୪ା୪: ଜାତୀୟ ରାଜଧାନୀ ଦିଲ୍ଲୀର ଅନେକ କୋଭିଡ୍‌ ହସ୍ପିଟାଲରେ ୪ ଦିନ ହେଲା ଅକ୍ସିଜେନ ଅଭାବରୁ ଚିକିତ୍ସାଧୀନ ରୋଗୀ ଆଖି ବୁଜିବାରେ ଲାଗିଛନ୍ତି। ଏହିକ୍ରମରେ ସାର୍‌...

ଅନ୍‌ଲାଇନ୍‌ରେ ବର୍ଜ୍ୟବସ୍ତୁ କାରବାର ଆରମ୍ଭ

ଚେନ୍ନାଇ,୨୮।୧୨: ବଜର୍ର୍‌ୟବସ୍ତୁ ପରିଚାଳନା ନେଇ ଚେନ୍ନାଇରେ ଅନ୍‌ଲାଇନ୍‌ କାରବାର ଆରମ୍ଭ ହୋଇଛି। ଏଥିରେ ୯ ଶହରୁ ଅଧିକ ଲୋକ କାର୍ଯ୍ୟ କରୁଛନ୍ତି। ଗ୍ରେଟର ଚେନ୍ନାଇ କର୍ପୋରେଶନ...

Advertisement


Archives

Model This Week