କରୋନା ସଂକ୍ରମଣକୁ ନେଇ ରାଜ୍ୟ ସରକାର ଆଲର୍ଟ, ସବୁ ଜିଲାରେ ଆରମ୍ଭ ହେଲା ଟେଷ୍ଟିଂ

ଭୁବନେଶ୍ୱର,୧୭ା୫: ଥାଇଲାଣ୍ଡ, ହଂକଂ ଏବଂ ସିଙ୍ଗାପୁରରେ କରୋନା ସଂକ୍ରମଣ ବଢ଼ିବା ପରେ ରାଜ୍ୟ ସରକାର ଏନେଇ ସଜାଗ ରହିଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି, ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ WHO ସହ ଆଲୋଚନା କରିଛି। ସେମାନେ କୌଣସି କେସ୍‌ ରିପୋର୍ଟ କରିନାହାନ୍ତି। ରାଜ୍ୟ ସରକାର କେନ୍ଦ୍ର ସହ ଯୋଗାଯୋଗରେ ଅଛନ୍ତି। ଆମକୁ ଆଲର୍ଟ ରହିବାକୁ କୁହାଯାଇଛି। ରାଜ୍ୟର ସବୁ ଜିଲା ମୁଖ୍ୟାଳୟରେ ଟେଷ୍ଟିଂ ଚାଲିଥିବାବେଳେ ରାଜ୍ୟରେ ଦୀର୍ଘଦିନ ହେଲା କରୋନା ପଜିଟିଭ୍‌ କେସ୍‌ ଆସିନି।

ସୂଚନା ଥାଉକି, ଥାଇଲାଣ୍ଡ, ହଂକଂ ଏବଂ ସିଙ୍ଗାପୁରରେ କଂରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଥିବାବେଳେ ସର୍ବାଧିକ ମାମଲା ହଂକଂରୁ ହିଁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri