କରୋନା ସଂକ୍ରମଣକୁ ନେଇ ରାଜ୍ୟ ସରକାର ଆଲର୍ଟ, ସବୁ ଜିଲାରେ ଆରମ୍ଭ ହେଲା ଟେଷ୍ଟିଂ

ଭୁବନେଶ୍ୱର,୧୭ା୫: ଥାଇଲାଣ୍ଡ, ହଂକଂ ଏବଂ ସିଙ୍ଗାପୁରରେ କରୋନା ସଂକ୍ରମଣ ବଢ଼ିବା ପରେ ରାଜ୍ୟ ସରକାର ଏନେଇ ସଜାଗ ରହିଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି, ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ WHO ସହ ଆଲୋଚନା କରିଛି। ସେମାନେ କୌଣସି କେସ୍‌ ରିପୋର୍ଟ କରିନାହାନ୍ତି। ରାଜ୍ୟ ସରକାର କେନ୍ଦ୍ର ସହ ଯୋଗାଯୋଗରେ ଅଛନ୍ତି। ଆମକୁ ଆଲର୍ଟ ରହିବାକୁ କୁହାଯାଇଛି। ରାଜ୍ୟର ସବୁ ଜିଲା ମୁଖ୍ୟାଳୟରେ ଟେଷ୍ଟିଂ ଚାଲିଥିବାବେଳେ ରାଜ୍ୟରେ ଦୀର୍ଘଦିନ ହେଲା କରୋନା ପଜିଟିଭ୍‌ କେସ୍‌ ଆସିନି।

ସୂଚନା ଥାଉକି, ଥାଇଲାଣ୍ଡ, ହଂକଂ ଏବଂ ସିଙ୍ଗାପୁରରେ କଂରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଥିବାବେଳେ ସର୍ବାଧିକ ମାମଲା ହଂକଂରୁ ହିଁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ ଥମୁନି ଦାଦନ ଦୁଃଖ: ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୧୬ା୧ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନି। ସପ୍ତାହକ ଭିତରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନିର୍ଯାତନାର ଶିକାର ହୋଇ...

ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ।...

ବାଲ୍ୟ ବିବାହ ମୁକ୍ତ ଯୋଜନା: ୧୦୦ ଦିନ ଧରି ଦେଶରେ ଚାଲିବ ସଚେତନତା କାର୍ଯ୍ୟକ୍ରମ

ଭଞ୍ଜନଗର,୧୬।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସିଡ଼ିପିଓ କାର୍ଯ୍ୟାଳୟ ଏବଂ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ...

BMC Results 2026:ଭାଜପାର ବିଜୟ ପରେ ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କରୁଛି ରସମଲାଇ

ମୁମ୍ବାଇ,୧୬।୧: ମହାରାଷ୍ଟ୍ର ପୌର ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ, ‘ରସମଲାଇ’ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଟ୍ରେଣ୍ଡ କରିବା ଆରମ୍ଭ କରିଛି। ନିର୍ବାଚନ ପ୍ରଚାର ସମୟରେ...

ଛତ୍ରପୁର, ଗଞ୍ଜାମ ବିକାଶ ପାଇଁ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଧାୟକ: ୨ ଏକ୍ସପ୍ରେସ ରହଣି, କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଦାବି

ଗଞ୍ଜାମ / ଛତ୍ରପୁର,୧୬।୧(ଅନାଥ ତରାଇ/ ଦିଲ୍ଲୀପ ସାମଲ ): ଛତ୍ରପୁର ନିର୍ବାଚନମଣ୍ଡଳୀର ବିକାଶ ଓ ଜନସାଧାରଣଙ୍କ ଦୀର୍ଘଦିନର ଦାବିକୁ ପୂରଣ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି...

କରିସ୍ମା କପୁରଙ୍କୁ ସୁପ୍ରିମକୋର୍ଟ ଦେଲେ ଏମିତି ଆଦେଶ: ଦେବାକୁ ପଡ଼ିବ…

ଶିଳ୍ପପତି ସଞ୍ଜୟ କପୁରଙ୍କ ମୃତ୍ୟୁ ପରେ ତାଙ୍କ ସମ୍ପତ୍ତିକୁ ନେଇ ଚାଲିଥିବା ବିବାଦ ଆହୁରି ଗଭୀର ହେବାରେ ଲାଗିଛି। ଏହି ହାଇ-ପ୍ରୋଫାଇଲ ଆଇନଗତ ଲଢ଼େଇ ସୁପ୍ରିମକୋର୍ଟରେ...

ବାଂଲାଦେଶ କ୍ରିକେଟରଙ୍କୁ ମିଳୁଛି ହତ୍ୟା ଧମକ, ଅଧ୍ୟକ୍ଷ କହିଲେ…

ଢାକା,୧୬।୧: ବାଂଲାଦେଶ କ୍ରିକେଟରେ ବର୍ତ୍ତମାନ କିଛି ଭଲ ଚାଲିଛି ନାହିଁ। ଗୁରୁବାର, ବାଂଲାଦେଶ କ୍ରିକେଟର୍ସ ୱେଲଫେୟାର ଆସୋସିଏସନ ଏକ ସାମ୍ବାଦିକ ସମ୍ମିଳନୀ କରି କହିଛି ଯେ...

ଯାଜପୁରରେ ଭାଙ୍ଗୁଛି ବିଜେଡି ଗଡ଼: ଭାଜପାରେ ସାମିଲ ହେଲେ ପୂର୍ବତନ ଏମ୍‌ପି ସହ ବହୁ ବରିଷ୍ଠ ନେତୃତ୍ୱ…

ଧର୍ମଶାଳା,୧୬।୧(ଶିବପ୍ରସାଦ ମହାନ୍ତି): ବିଜେଡିକୁ ବଡ଼ ଝଟକା। ବିଜେଡିର ବହୁ ବରିଷ୍ଠ ନେତୃତ୍ୱମାନେ ଶୁକ୍ରବାର ଭାଜପାରେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ଯାଜପୁରର ପୂର୍ବତନ ଏମ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri