ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ: ବାତ୍ୟା ପହଞ୍ଚିବା ପୂର୍ବରୁ…

ଭୁବନେଶ୍ୱର,୨୧।୧୦: ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ। ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କାଲିସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁ ସହିତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ଏମିତିକି ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି।

ଏପଟେ ସରକାରଙ୍କ ପକ୍ଷରୁ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି। ଜିରୋ କାଜୁଆଲିଟି’ ନିଶ୍ଚିତ ଭାବେ ରହିବ। ଜିରୋ କାଜୁଆଲିଟି ଆମ ମିଶନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri