ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ; ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ଆଇଏଏସ୍‌ ସ୍ତରରେ ରବିବାର ବଡ଼ ଧରଣର ଅଦଳବଦଳ ହୋଇଛି। ଆଇଏଏସ୍‌ ରାଜ କୁମାର ଶର୍ମାଙ୍କୁ ଅତିରିକ୍ତ ମୁଖ୍ୟ ସ୍ବାସ୍ଥ୍ୟ ସଚିବ ଦାୟିତ୍ୱ ମିଳିଥିବା ବେଳେ ଆଇଏଏସ୍‌ ସଞ୍ଜୀବ ଚୋପ୍ରାଙ୍କୁ କୃଷି ଉତ୍ପାଦନ କମିଶନର ଦାୟିତ୍ୱ ମିଳିଛି। ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଦାୟିତ୍ୱ ମିଳିଥିବା ବେଳେ ଆଇଏଏସ୍‌ ସତ୍ୟବ୍ରତ ସାହୁଙ୍କୁ ରାଜସ୍ବ ବିଭାଗ ଦାୟିତ୍ୱ ମିଳିଛି। ଆଇଏଏସ୍‌ ମଧୁସୂଦନ ପାଢ଼ୀଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି। ଆଇଏଏସ୍‌ ରଞ୍ଜନା ଚୋପ୍ରା ଏମ୍‌ଏସ୍‌ଏମ୍‌ଇ ସଚିବ ହୋଇଛନ୍ତି। ସେହିଭଳି ଆଇଏଏସ୍‌ ସୁରେଶ କୁମାର ବଶିଷ୍ଠ ସାଧାରଣ ପ୍ରଶାସନ ବିଭାଗ ଓଏସ୍‌ଡି ହୋଇଥିବା ବେଳେ ଭାସ୍କରଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର ଦାୟିତ୍ୱ ମିଳିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri