ବରିଷ୍ଠ ଆଇଏଏସ୍‌ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି । ଅର୍ଥ ସଚିବ ଥିବା ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ସଚିବ ଭାବେ ନୂତନ ନିଯୁକ୍ତି ମିଳିଛି। ପର୍ଯ୍ୟଟନ ସଚିବ ଥିବା ବିଶାଲ ଦେବଙ୍କୁ ଅର୍ଥ ବିଭାଗ ସଚିବ କରାଯାଇଛି। ପଞ୍ଚାୟତିରାଜ ସଚିବ ଥିବା ଡି. କେ. ସିଂହଙ୍କୁ ଖଣି ଓ ଇସ୍ପାତ ବିଭାଗ ସଚିବ ଦାୟିତ୍ୱ ଦିଆଯାଇଛି। ଖଣି ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ସାଧାରଣ ପ୍ରଶାସନ ବିଭାଗ ସଚିବ ଦାୟିତ୍ୱ ମିଳିଛି। ସୁରେନ୍ଦ୍ର କୁମାରଙ୍କୁ ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି। ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବତନ୍ତ୍ର ସଚିବ ଆର୍‌. ଭିନିଲକ୍ରିଷ୍ଣାଙ୍କୁ କ୍ରୀଡା ଓ ଯୁବସେବାର ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri