ଜେଇଇ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର

ଭୁବନେଶ୍ୱର,୨୮।୮(ବ୍ୟୁରୋ)- ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ସମଗ୍ର ଦେଶରେ ଜେଇଇ(ମେନ୍‌) ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥିସହିତ ସେପ୍ଟେମ୍ବର ୧୩ ତାରିଖରେ ଏନ୍‌ଇଇଟି ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୭ଟି ସ୍ଥାନରେ ୨୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରାଜ୍ୟରୁ ପ୍ରାୟ ୩୭ ହଜାର ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ଛାତ୍ରୀଛାତ୍ରମାନେ କିପରି ପରୀକ୍ଷା କେନ୍ଦ୍ରକୁ ସୁବିଧାରେ ଯାଇ ଆସିପାରିବେ ସେ ନେଇ ରାଜ୍ୟ ସରକାର ସମସ୍ତ ବ୍ୟବସ୍ଥା କରିଛନ୍ତି। ପରୀକ୍ଷାର୍ଥୀଙ୍କୁ ଜିଲା ସଦରମହକୁମାରୁ ପରୀକ୍ଷା କେନ୍ଦ୍ର ପର୍ଯ୍ୟନ୍ତ ରାଜ୍ୟ ସରକାର ମାଗଣାରେ ଯିବା ଆସିବା ଓ ରହିବା ସୁବିଧା ଯୋଗାଇ ଦେବେ। ଯେଉଁମାନେ ନିଜ ବ୍ୟବସ୍ଥାରେ ଯିବେ ସେମାନଙ୍କୁ ସରକାରଙ୍କ ତରଫରୁ ସମସ୍ତ ସହାୟତା କରାଯିବ। ଯେଉଁମାନେ ପରିବହନ ସୁବିଧା ଚାହିଁବେ ସେମାନଙ୍କୁ ମାଗଣାରେ ପରିବହନ ସୁବିଧା ମିଳିବ। କେଉଁ ପରୀକ୍ଷାର୍ଥୀ କେଉଁ ପରୀକ୍ଷା କେନ୍ଦ୍ରକୁ ଯିବେ ସେ ବିଷୟରେ ସରକାରଙ୍କ ପାଖରେ କିଛି ସୂଚନା ନାହିଁ। ପରିବହନ ସୁବିଧା ନେବା ଲାଗି ପରୀକ୍ଷାର୍ଥୀମାନେ ଅଗଷ୍ଟ ୩୧ ସୁଦ୍ଧା ନୋଡାଲ ସେଣ୍ଟରରେ ନିଜର ସମସ୍ତ ସୂଚନା ଦେବାକୁ ପଡ଼ିବ। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri