Posted inଜାତୀୟ

ଭିକାରିଙ୍କୁ ଚାକିରି ଦେବେ ରାଜ୍ୟ ସରକାର

ଜୟପୁର, ୩୦।୮: ଭିକାରିଙ୍କୁ ଚାକିରି ଦେବାକୁ ରାଜସ୍ଥାନ ସରକାର ଅଣ୍ଟା ଭିଡ଼ିଛନ୍ତି। ରାସ୍ତାଘାଟ, ପର୍ଯ୍ୟଟନସ୍ଥଳ, ଧର୍ମସ୍ଥଳ ଆଦିରେ ଭିକାରିଙ୍କ ଯୋଗୁ ଭିଡ଼ ସୃଷ୍ଟି ହେଉଛି। ତେଣୁ ଭିକାରିଙ୍କୁ କର୍ମନିଯୁକ୍ତି ଦେବା ଲାଗି ଯୋଜନା କରାଯାଉଛି। ଏନେଇ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସର୍ଭେ କରାଯାଇ ଭିକାରିଙ୍କ ଏକ ପ୍ରୋଫାଇଲ୍‌ ତାଲିକା ପ୍ରସ୍ତୁତ ହୋଇଛି। ସର୍ଭେ ହୋଇଥିବା ୧୧୬୨ ଭିକାରିଙ୍କ ମଧ୍ୟରୁ ୫ ଜଣ ପୋଷ୍ଟଗ୍ରାଜୁଏଟ୍‌ ଥିବା ୨୩୭ ଲେଖାପଢ଼ା ଜାଣିଛନ୍ତି। ସେହିପରି ୧୯୩ ଜଣ ଦ୍ୱାଦଶ ପର୍ଯ୍ୟନ୍ତ ପଢ଼ିଛନ୍ତି। ୨ ଜଣଙ୍କର କଳା ଏବଂ ବାଣିଜ୍ୟରେ ପୋଷ୍ଟଗ୍ରାଜୁଏଟ୍‌ ଡିଗ୍ରୀ ରହିଛି। ୨୩୧ ଜଣଙ୍କର ମାଟି ଖୋଳିବା କାମରେ ଅଭିଜ୍ଞତା ରହିଛି। ୧୦୩ ଜଣ ଶ୍ରମିକ ଭାବେ କାମ କରିବାକୁ ସକ୍ଷମ। ୧୧୭ ଜଣ କ୍ୟାଟରିଂ, ସଫାସଫି, ଚୌକିଦାରୀ ଆଦି ଯେକୌଣସି କାମ କରିବାକୁ ଇଛା ପ୍ରକାଶ କହିଛନ୍ତି। ଅପରପକ୍ଷରେ ୧୬୦ ଭିକାରି କାମ କରିବାକୁ ଅମଙ୍ଗ ହୋଇଛନ୍ତି। ଭିକାରିଙ୍କ ମଧ୍ୟରେ ୯୩୯ ପୁରୁଷ ଥିବାବେଳେ ୨୨୩ ମହିଳା ରହିଛନ୍ତି। ସେହିପରି ୧୫୦ ଦିବ୍ୟାଙ୍ଗ ରହିଥିବା ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri