ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ, ୮୦୦ ଟଙ୍କା ଇନ୍‌ପୁଟ୍‌ ସବସିଡି…

ଭୁବନେଶ୍ୱର,୨୫।୮: ଓଡ଼ିଶାରୁ ଦାଦନ ଶ୍ରମିକ ସମସ୍ୟାକୁ ସମ୍ପୂର୍ଣ୍ଣ ରୋକିବା ପାଇଁ ରାଜ୍ୟ ସରକାର ଏକ ବଡ଼ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛନ୍ତି। ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏହି ସୂଚନା ଦେଇ କହିଛନ୍ତି ଯେ, ଓଡ଼ିଶାର ଶ୍ରମିକମାନେ ଯେଉଁ ରାଜ୍ୟକୁ ଦାଦନ ପାଇଁ ଯାଉଛନ୍ତି, ସେହି ରାଜ୍ୟକୁ ଏକ ଓଡ଼ିଶା ଟିମ୍‌ ପଠାଯିବ। ଏହି ଟିମ୍‌ ସେହି ରାଜ୍ୟ ସରକାରଙ୍କ ସହ ଆଲୋଚନା କରି ଦାଦନର କାରଣ ଖୋଜି ନିରାକରଣ ପାଇଁ ପଦକ୍ଷେପ ନେବ।

ସିଂଦେଓ କହିଛନ୍ତି, “ଧାନ କ୍ୱିଣ୍ଟାଲ ପିଛା ୮୦୦ ଟଙ୍କା ଇନ୍‌ପୁଟ୍‌ ସବସିଡି ଯୋଗୁଁ ଦାଦନ କିଛି ପରିମାଣରେ କମିଛି। ତେବେ ଏହାକୁ ସମ୍ପୂର୍ଣ୍ଣ ରୋକିବା ପାଇଁ ବିଭିନ୍ନ ଦିଗ ଉପରେ ଆଲୋଚନା ଜାରି ରହିଛି।” ସରକାର ଏହି ସମସ୍ୟାର ମୂଳ କାରଣ ଚିହ୍ନଟ କରି ସ୍ଥାୟୀ ସମାଧାନ ପାଇଁ ପ୍ରୟାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri