ପାର୍ବଣ ଋତୁ ଲାଗି ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡଲାଇନ: ଜାଣନ୍ତୁ କ’ଣ ରହିଛି ଏଥିରେ

ଭୁବନେଶ୍ୱର,୯।୮(ବ୍ୟୁରୋ): ଆଗକୁ ପାର୍ବଣ ଋତୁ ଆସୁଥିବାରୁ କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି। ଆଗକୁ ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ଆଦି ପଡ଼ୁଥିବା ବେଳେ ସରକାର ବିଭିନ୍ନ କଟକଣା ସହିତ ଗାଇଡଲାଇନ ଜାରି କରିଛନ୍ତି। ତେବେ ଏହି ଗାଇଡଲାଇନରେ କ’ଣ ରହିଛି ଜାଣନ୍ତୁ।

-କଟକଣା ସହ ପୂଜା ଆୟୋଜନ ପାଇଁ ପୂଜା କମିଟିଗୁଡ଼ିକୁ ଅନୁମତି
– ମଣ୍ଡପ, ପେଣ୍ଡାଲରେ ପୂଜା ପାଇଁ ଅନୁମତି ନେବା ଜରୁରୀ
-ଜିଲାରେ ଜିଲାପାଳ ଓ ଟୁଇନ ସିଟିରେ ସିପିଙ୍କ ଅନୁମତି ଆବଶ୍ୟକ
-କେବଳ ପରମ୍ପରା ରକ୍ଷା ପାଇଁ ନିରାଡ଼ମ୍ବର ଭାବେ ପୂଜା କରାଯିବ
– କୌଣସି ସାଜସଜ୍ଜା ହୋଇପାରିବ ନାହିଁ
– ମଣ୍ଡପକୁ ସର୍ବସାଧାରଣ ମନା
– ମଣ୍ଡପ ତିନି ପାର୍ଶ୍ୱରୁ ବନ୍ଦ ରହିବା ବେଳେ ଗୋଟିଏ ପାର୍ଶ୍ୱ ସାମାନ୍ୟ ଖୋଲା ରହିବ
– ମଣ୍ଡପରେ ପ୍ରତିମା ଉଚ୍ଚତା ୪ ଫୁଟରୁ କମ ରଖିବାକୁ ନିର୍ଦ୍ଦେଶ
– ପୂଜକ, ଆୟୋଜକ ଓ କର୍ତ୍ତାଙ୍କୁ ମିଶାଇ ୭ ଜଣରୁ ଅଧିକ ରହି ପାରିବେନି
– ବିସର୍ଜନ ଶୋଭାଯାତ୍ରା ମନା ହୋଇଥିବା ବେଳେ ଅସ୍ଥାୟୀ ପୋଖରୀରେ ବିସର୍ଜନ ହେବ
– ମେଲୋଡି, ଭଜନ ସଂଧ୍ୟା ଭଳି କୌଣସି ମନୋରଞ୍ଜନ କାର୍ଯ୍ୟ ଆୟୋଜନ କରାଯାଇ ପାରିବ ନାହିଁ
– ପୂଜାରେ ଭୋଜିଭାତ କରିବାକୁ ଅନୁମତି ନାହିଁ
– ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜାକୁ ଅନୁମତି ମିଳିଛି
-ଅଳ୍ପ ସଂଖ୍ୟକ ଛାତ୍ରୀଛାତ୍ରଙ୍କୁ ନେଇ ଶିକ୍ଷାନୁଷ୍ଠାନଗୁଡ଼ିକରେ ହୋଇପାରିବ ଗଣେଶ ପୂଜା
-ସମସ୍ତ କୋଭିଡ ନିୟମ ମାନି ଗଣେଶ ପୂଜା କରିବାକୁ ଅନୁମତି ଦିଆଯାଇଛି

-ଗାଇଡଲାଇନ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri