ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ପଡିବ ତାଲା

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ସେପ୍ଟେମ୍ବର ପାଇଁ ଗାଇଡଲାଇନ ଜାରି କରାଯାଇଛି। ଏହି ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏ ଲକ ଡାଉନ ଜାରି ରହିବ। ତେବେ ରାଜ୍ୟରେ ଲାଗୁ ହେଉଥିବା ରାତ୍ରିକାଳୀନ କର୍ଫ୍ୟୁ ଏବଂ ସପ୍ତାହାନ୍ତ ଶଟଡାଉନ ଆଉ ଲାଗୁ ହେବ ନାହିଁ। ସେହିପରି କଣ୍ଟେନମେଣ୍ଟ ଜୋନ ବାହାରେ ଜିଲା, ସବଡିଭିଜନରେ ଲାଗୁ ହେବନି ଲକ ଡାଉନ। ସେପ୍ଟେମ୍ବର ୩୦ ଯାଏ ଧାର୍ମିକ ସ୍ଥଳ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ। ପୂର୍ବପରି ସିନେମା ହଲ, ସୁଇମିଂ ପୁଲ, ଥିଏଟର, ଅଡିଟୋରିୟମ, ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିବ। ସାମାଜିକ, ରାଜନୈତିକ, କ୍ରୀଡା, ମନୋରଞ୍ଜନ କାର୍ଯ୍ୟକ୍ରମ ବନ୍ଦ ରହିବ। ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ, କଲେଜ, ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସ୍କୁଲକୁ ୫୦ ପ୍ରତିଶତ ଶିକ୍ଷକ, କର୍ମଚାରୀ ଆସିବାକୁ ଅନୁମତି ମିଳିବ। ଅନଲାଇନ ପାଠପଢା ଚାଲୁ ରହିବ ଏବଂ ଡିଷ୍ଟାନ୍ସ ଶିକ୍ଷାକୁ ପ୍ରୋତ୍ସାହନ ମିଳିବ ବୋଲି ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ଥାନକୁ ଖସିଲା ଖୋର୍ଦ୍ଧା

ଭୁବନେଶ୍ୱର, ୧୭।୨ (ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବା ସହ ନିୟନ୍ତ୍ରଣକୁ ଆସୁଛି। ଏଥିସହ ଦୈନିକ ସଂକ୍ରମଣରେ ସବୁବେଳେ ଶୀର୍ଷରେ ରହୁଥିବା ଖୋର୍ଦ୍ଧା...

୯ ହସ୍ତତନ୍ତ, ୩ ହସ୍ତଶିଳ୍ପ ଉତ୍ପାଦକୁ ମିଳିଛି ଜିଆଇ ଟ୍ୟାଗ୍‌

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରେ ହସ୍ତତନ୍ତ ଉତ୍ପାଦନ ୪୧୦.୩୭ କୋଟି ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ହସ୍ତଶିଳ୍ପର ବାର୍ଷିକ କାରବାର ୧୪୫.୩୪ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ୨୦୨୩ରେ...

ଶିକ୍ଷାନୁଷ୍ଠାନରୁ ଉଦ୍ୟୋଗୀ ସୃଷ୍ଟି ଲକ୍ଷ୍ୟ

ଭୁବନେଶ୍ୱର,୧୨ା୯(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଓଡ଼ିଶା ଷ୍ଟାର୍ଟଅପ୍‌ ଯାତ୍ରା ଓ ଷ୍ଟାର୍ଟଅପ୍‌ ଏକ୍ସପ୍ରେସ-୨୦୨୩ର ଶୁଭାରମ୍ଭ କରିଛନ୍ତି। ତୃଣମୂଳ ସ୍ତରରୁ ପୁଞ୍ଜିନିବେଶକ ଏବଂ ଉଦ୍ୟୋଗୀ...

ପୁଣି ରକ୍ତରଞ୍ଜିତ ରାଜଧାନୀ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ପୁଣି ରକ୍ତରଞ୍ଜିତ ହୋଇଛି ରାଜଧାନୀ। ଶନିବାର ସନ୍ଧ୍ୟାରେ ଜନଗହଳିପୂର୍ଣ୍ଣ ପ୍ରେସ ଛକରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି...

ଚିଲିକାରେ ବିଦେଶୀ ପକ୍ଷୀଙ୍କ ଆଗମନ

ବାଲୁଗାଁ,୩।୧୧(ଡି.ଏନ୍‌.ଏ.): ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇଥିବା ବେଳେ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ସୂଚନା ଅନୁଯାୟୀ, ସୋମବାର...

୪୦ ହଜାର ବୁଥ୍‌ରେ ପ୍ରତିନିଧି ନିଯୁକ୍ତ କରିବ ଛାତ୍ର କଂଗ୍ରେସ

ଭୁବନେଶ୍ବର, ୬ା୬(ବ୍ୟୁରୋ): ବୁଥ୍‌ସ୍ତରରେ ଏଣିକି ଛାତ୍ର କଂଗ୍ରେସର ସକ୍ରିୟ ପ୍ରତିନିଧି ନିଯୁକ୍ତ ହେବେ। ତୃଣମୂଳସ୍ତରରୁ ଲଢ଼େଇକୁ ଅଧିକ କ୍ରୀୟାଶୀଳ କରିବା ପାଇଁ ୪୦ ହଜାର ବୁଥ୍‌ରେ...

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ଟ୍ରେଡ୍‌ ୟୁନିୟନ୍‌ର ବିରୋଧ: କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ କୋଇଲା ପରିବହନ ବାଧାପ୍ରାପ୍ତ

ଲଖନପୁର, ୨୪।୯(ଡି.ଏନ.ଏ.)- କେନ୍ଦ୍ର ସରକାର କୋଲ୍‌ ଇଣ୍ଡିଆରେ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରିବାପାଇଁ କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଏଆଇଟିୟୁସି, ଆଇଏନ୍‌ଟିୟୁସି, ସିଆଇଟିୟୁ, ଏଚ୍‌ଏମ୍‌ଏସ୍‌...

ଅବହେଳା ପାଇଁ ଗୋଷ୍ଠୀ ସଂକ୍ରମଣ ସ୍ଥିତି

ଭୁବନେଶ୍ୱର, ୪ା୭(ବ୍ୟୁରୋ): କରୋନା ମୁକାବିଲା ପାଇଁ ସବୁଠାରୁ ଅଧିକ କଟକଣା ଓ ନିର୍ଦ୍ଦେଶନାମା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଜାରି କରୁଛି। ହେଲେ ତାହା ଠିକ୍‌...

Advertisement
Archives

Model This Week