ରାଜ୍ୟ ସରକାର ମିଛ ପ୍ରତିଶ୍ରୁତି ନ ଦିଅନ୍ତୁ : ଭାଜପା

ଭୁବନେଶ୍ବର,୮ା୪ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍‌ ବିଭିନ୍ନ କାର୍ଯ୍ୟର ବାହାନା ଦେଇ ଛୁଟି କଟାଇବା ପାଇଁ ଜାପାନ ଗସ୍ତ କରିବା କେବଳ ଏକ ପ୍ରହସନ। ବୁଲିବାର ଅଧିକାର ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଛି, କିନ୍ତୁ ରାଜ୍ୟ ରାଜକୋଷରେ ଥିବା ଲୋକଙ୍କ କଷ୍ଟାର୍ଜିତ ଟିକସ ଅର୍ଥକୁ ଖର୍ଚ୍ଚକରି ଛୁଟି କଟାଇବାକୁ ଯିବା କେତେଦୂର ଯୁକ୍ତିଯୁକ୍ତ ବୋଲି ଭାଜପା ନେତା ସତ୍ୟବ୍ରତ ପଣ୍ଡା କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସତ୍ୟବ୍ରତ କହିଛନ୍ତି, ମୁଖ୍ୟମନ୍ତ୍ରୀ ଶହ ଶହ କୋଟି ଟଙ୍କା ଖର୍ଚ୍ଚକରି ଛୁଟି କଟାଇବା ପାଇଁ ମନା ନାହିଁ। କିନ୍ତୁ ରାଜ୍ୟର ଯୁବକମାନଙ୍କୁ ମିଛ ପ୍ରତିଶ୍ରୁତି ନ ଦିଅନ୍ତୁ। ଜାପାନରୁ କିଛି ନୂଆ ଶିଳ୍ପ ଆସୁଛି ନା ପୁରୁଣା ବହିରେ ସରକାର ନୂଆ ମଲାଟ ମଡ଼ାଇଛନ୍ତି। ଇଟାଲୀ ଏବଂ ୟୁଏଇ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ଏବଂ ସରକାରୀ ବାବୁମାନେ ଜାପାନ ଗସ୍ତ କରିଛନ୍ତି। ୫ ଘଣ୍ଟାର କାର୍ଯ୍ୟ ପାଇଁ ୭ ଦିନ ଗସ୍ତ କରିବାର ମାନେ କ’ଣ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri