ନିଜ ନିଷ୍ପତ୍ତିରୁ ଓହରିଲେ ରାଜ୍ୟ ସରକାର: ମାଷ୍ଟରକ୍ୟାଣ୍ଟିନ ଛକରୁ ସ୍ଥାନାନ୍ତର ହେବନି ଐତିହ୍ୟ ଘୋଡ଼ା

ଭୁବନେଶ୍ୱର,୨୭।୭(ବ୍ୟୁରୋ): ସ୍ଥାନାନ୍ତର ହେବ ନାହିଁ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଶୋଭା ପାଉଥିବା ସ୍ଥାପତ୍ୟ ଘୋଡ଼ା। ବହୁ ବିବାଦ ଏବଂ ସମାଲୋଚନାର ଶିକାର ହେବା ପରେ ରାଜ୍ୟ ସରକାର ମଙ୍ଗଳବାର ନିଜ ନିଷ୍ପତ୍ତିରୁ ଉହରିଛନ୍ତି। ଏନେଇ ସରକାରୀସ୍ତରରେ ନିଷ୍ପତ୍ତି ନିଆଯାଇଥିବା ନେଇ ବିଏମ୍‌ସି କମିଶନର କହିଛନ୍ତି।

କହିରଖୁଛୁ, ମାଷ୍ଟରକ୍ୟାଣ୍ଟିନ୍‌ ଛକ ଦେଇ ମଲ୍ଟି ମୋଡାଲ ହବ୍‌ ସହ ସ୍ମାର୍ଟ ଜନପଥର ବିକାଶ ପାଇଁ ବିଏମ୍‌ସି ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଥିଲା। ଏହାକୁ ନେଇ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଥିବା ଘୋଡା ଓ ଯୋଦ୍ଧା ମୂର୍ତ୍ତି ରାଜଭବନ ସାମ୍ନାକୁ ଘୁଞ୍ଚାଇବାକୁ ସ୍ଥିର କରାଯାଇଥିଲା। ଏହି ପ୍ରକ୍ରିୟା ଏକ ମାସ ମଧ୍ୟରେ ଶେଷ ହେବ ବୋଲି କୁହାଯାଇଥିଲା। ହେଲେ ବର୍ଷ ବର୍ଷ ଧରି ଛକରେ ଥିବା ସ୍ଥାପତ୍ୟକୁ ସ୍ଥାନାନ୍ତର କରିବାକୁ ଯୋଜନା କରାଯାଉଥିବା ଜଣାପଡ଼ିବା ପରେ କଂଗ୍ରେସ ସହ ବହୁ ସଂଗଠନ ଏହାକୁ ବିରୋଧ କରିଥିଲେ। ଶେଷରେ ରାଜ୍ୟ ସରକାର ନିଜ ନିଷ୍ପତ୍ତିରୁ ଓହରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri