ରାଜ୍ୟ ସରକାରଙ୍କ ମାଗଣା ସିଭିଲ ସର୍ଭିସ କୋଚିଂ

ଭୁବନେଶ୍ୱର,୫।୨(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା(ପ୍ରିଲିମ/ମୁଖ୍ୟ) ପାଇଁ ରାଜ୍ୟ ସରକାର ମାଗଣା କୋଚିଂ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥର ୨୦୦ ସିଭିଲ ସର୍ଭିସ ଆଶାୟୀଙ୍କୁ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା କରିଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ଓ୍ବାର୍କ ଆଣ୍ଡ୍‌ ସୋସିଆଲ ସାଇନ୍ସେସ୍‌(ନିଶ୍ୱାସ) ଏହି କୋଚିଂ ଦେବା ପାଇଁ ଆଗ୍ରହ ପ୍ରକାଶ କରିଛି। ନିଜ କୋଚିଂ ସେଣ୍ଟରରେ ଛାତ୍ରୀଛାତ୍ରଙ୍କୁ ଏକାଡେମିକ କୋଚିଂ ସହ ରହିବା ସୁବିଧା ପ୍ରଦାନ କରିବା ନେଇ ନିଶ୍ୱାସ ଡାଇରେକ୍ଟର ଜେନେରାଲ ଉଚ୍ଚଶିକ୍ଷା ବିଭାଗକୁ ଏକ ପ୍ରସ୍ତାବ ଦେଇଛନ୍ତି। ତେଣୁ ନିଶ୍ୱାସ ଏହି ୨୦୦ ଛାତ୍ରୀଛାତ୍ରଙ୍କୁ ଉପରୋକ୍ତ ସୁବିଧା ଯୋଗାଇବା ପାଇଁ ଉପଯୁକ୍ତ କି ନାହିଁ ତାହା ଜାଣିବା ପାଇଁ ଉଚ୍ଚଶିକ୍ଷା ବିଭାଗ ଶନିବାର ମୁଖ୍ୟଯନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri