ହିନ୍ଦୀ ଫିଲ୍ମ ’12th Fail’ ଉପରୁ କର ଛାଡ଼ କଲେ ଓଡ଼ିଶା ସରକାର

ନୂଆଦିଲ୍ଲୀ,୨୨।୧୨: ନିକଟରେ ରିଲିଜ ହୋଇଥିବା ହିନ୍ଦୀ ଫିଲ୍ମ ’12th Fail’ ଉପରୁ କର ଛାଡ଼ କରିଛନ୍ତି ଓଡିଶା ସରକାର। ୨୦୦୫ ବ୍ୟାଚ୍ ମହାରାଷ୍ଟ୍ର କ୍ୟାଡର ଆଇପିଏସ୍ ଅଧିକାରୀ ମନୋଜ ଶର୍ମାଙ୍କ ପ୍ରେରଣାଦାୟକ କାହାଣୀ ଉପରେ ଆଧାରିତ। ଏହି ଫିଲ୍ମରେ ନିଜର ଲକ୍ଷ୍ୟ ପ୍ରତି ଦୃଢ଼ ମନୋଭାବ ରଖି ଚେଷ୍ଟା କଲେ କିପରି ସଫଳତା ମିଳିବ ତାହା ଦର୍ଶା ଯାଇଛି। ଯାହା ଅନ୍ୟ ମାନଙ୍କୁ ଅନୁପ୍ରାଣିତ କରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

ଏହିଭଳି ପ୍ରେରଣା ଦାୟକ ଉନ୍ନତ ମାନର ଫିଲ୍ମ ଦେଖିବାକୁ ଲୋକମାନଙ୍କୁ ଉତ୍ସାହିତ କରିବା ସରକାର ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ପୂର୍ବରୁ ଭଲ ସିନେମାକୁ ପ୍ରୋତ୍ସାହିତ କରିବା ପାଇଁ ‘ଦମନ’ ଏବଂ ‘ଡେଲିଭରି ବଏ’ ଭଳି ଓଡ଼ିଆ ସିନେମା ଉପରୁ ଓଡ଼ିଶା ସରକାର କର ଛାଡ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri