କେନ୍ଦ୍ରକୁ ଯିବେ ରାଜ୍ୟ ଗୃହ ବିଭାଗ ସଚିବ ସଞ୍ଜୀବ ଚୋପ୍ରା, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ତଥା ୧୯୯୦ ବ୍ୟାଚ ଆଇଏଏସ ସଞ୍ଜୀବ ଚୋପ୍ରାଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି । ଏଣିକି ସେ କେନ୍ଦ୍ର ସରକାରରେ ଖାଦ୍ୟ ଓ ସାଧାରଣ ବଂଟନ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ।ବୁଧବାର ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି।

ବିଜ୍ଞପ୍ତି ଅନୁଯାୟୀ, କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଂଟନ ବିଭାଗର ସଚିବ ଭାବେ ଆଇଏଏସ ସୁଧାଂଶୁ ପାଣ୍ଡେ ଅକ୍ଟୋବର ୩୧ରେ ଚାକିରିରୁ ଅବସର ନେଉଥିବାରୁ ତାଙ୍କ ସ୍ଥାନରେ ଚୋପ୍ରା ଏହି ଦାୟିତ୍ୱ ତୁଲାଇବେ । ଏବେ ସେ ଓଡ଼ିଶା ସରକାରରେ କୃଷି ଉତ୍ପାଦନ କମିଶନର ଓ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ତେବେ ପୂର୍ବରୁ ଚୋପ୍ରାଙ୍କ ଆଇଏଏସ୍‌ ପତ୍ନୀ ରଞ୍ଜନା ଚୋପ୍ରାଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri