Advertisement

କେନ୍ଦ୍ରକୁ ଯିବେ ରାଜ୍ୟ ଗୃହ ବିଭାଗ ସଚିବ ସଞ୍ଜୀବ ଚୋପ୍ରା, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ତଥା ୧୯୯୦ ବ୍ୟାଚ ଆଇଏଏସ ସଞ୍ଜୀବ ଚୋପ୍ରାଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି । ଏଣିକି ସେ କେନ୍ଦ୍ର ସରକାରରେ ଖାଦ୍ୟ ଓ ସାଧାରଣ ବଂଟନ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ।ବୁଧବାର ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି।

ବିଜ୍ଞପ୍ତି ଅନୁଯାୟୀ, କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଂଟନ ବିଭାଗର ସଚିବ ଭାବେ ଆଇଏଏସ ସୁଧାଂଶୁ ପାଣ୍ଡେ ଅକ୍ଟୋବର ୩୧ରେ ଚାକିରିରୁ ଅବସର ନେଉଥିବାରୁ ତାଙ୍କ ସ୍ଥାନରେ ଚୋପ୍ରା ଏହି ଦାୟିତ୍ୱ ତୁଲାଇବେ । ଏବେ ସେ ଓଡ଼ିଶା ସରକାରରେ କୃଷି ଉତ୍ପାଦନ କମିଶନର ଓ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ତେବେ ପୂର୍ବରୁ ଚୋପ୍ରାଙ୍କ ଆଇଏଏସ୍‌ ପତ୍ନୀ ରଞ୍ଜନା ଚୋପ୍ରାଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚଭୂତରେ ବିଲୀନ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ପଞ୍ଚଭୂତରେ ବିଲୀନ ହେଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର। ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ମହାଦୀପ...

୧୩ ଶିଳ୍ପ ପ୍ରକଳ୍ପ ଉଦ୍‌ଘାଟନ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧,୨୧୮.୦୧ କୋଟି ଟଙ୍କାର ୧୩ଟି ଶିଳ୍ପଭିତ୍ତିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କରିଛନ୍ତି। ୧୫ଟି ପର୍ଯ୍ୟାୟରେ ୭୬.୯୭...

କେଶୁ ଦାସ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ

ବାଲେଶ୍ୱର ଅଫିସ, ୨୨।୧: ବାଲେଶ୍ୱର ବିଶିଷ୍ଟ ଶିଳ୍ପୀ କେଶୁ ଦାସଙ୍କୁ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷରେ...

 ଲଘୁଚାପ ପ୍ରଭାବ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ...

ଅନିଶ୍ଚିତତାରେ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ

କପ୍ତିପଦା,୭।୫(ଡି଼.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଢିପାସାହିରେ ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ...

ଭଙ୍ଗା କୁଡୁଆରେ ଅବଢ଼ା ଖାଇଲେ

ପୁରୀ ଅଫିସ,୧୧।୧୦: ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଆଖି ପୂରେଇ ଦେଖିବାର ସୁଯୋଗ ନାହିଁ। ସାତଦରିଆ ପାରି ହୋଇ ଶ୍ରୀକ୍ଷେତ୍ରକୁ ଆସିଥିଲେ ବି ବାଇଶ ପାହାଚରେ ସେମାନଙ୍କୁ...

ଛେଳିପଲ ଉଜାଡ଼ିଲେ କାକୁଡ଼ି ଫସଲ:ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆଠଗଡ଼,୨୮।୫(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅଧୀନ ଉପର ବାଙ୍କୀ ମାଳବିହାରପୁର ଗ୍ରାମରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସୋମବାର ରାତି ପ୍ରାୟ...

ଉଚ୍ଚ ପାଚେରି ଡେଇଁ ଫାର୍ମ ହାଉସ ଭିତରକୁ ଛାତ୍ରୀ ଗଲେ କିପରି

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜଧାନୀର ନନ୍ଦନକାନନ ଅଞ୍ଚଳରେ ଏକ ଫାର୍ମ ହାଉସ ଭିତରେ ଥିବା ପୋଖରୀରୁ ଶୁକ୍ରବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଛାତ୍ରୀ ଜଣକ ଆତ୍ମହତ୍ୟା...

Advertisement
Archives

Model This Week