ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କଳାହାଣ୍ଡି, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼, ମନ୍ତ୍ରୀ ସୁରେଶ ପୂଜାରୀ କଟକ, ମନ୍ତ୍ରୀ ରବି ନାରାୟଣ ନାଏକ ଅନୁଗୋଳ, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମାଲକାନଗିରି, ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସମ୍ବଲପୁର, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଞ୍ଜାମ, ମନ୍ତ୍ରୀ ମୁକେଶ ମହାଲିଙ୍ଗ ରାୟଗଡ଼ା, ମନ୍ତ୍ରୀ ବିଭୂତି ଭୂଷଣ ଜେନା କନ୍ଧମାଳ, ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଖୋର୍ଦ୍ଧା, ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ପୁରୀ, ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଲାଙ୍ଗୀର, ମନ୍ତ୍ରୀ ପ୍ରଦୀପ କୁମାର ବଳସାମନ୍ତ ବାଲେଶ୍ୱର, ମନ୍ତ୍ରୀ ଗୋକୁଳାନନ୍ଦ ମଲିକ ଗଜପତି, ମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ କୋରାପୁଟ, ଜଗତସିଂହପୁରରେ ଉପକୂଳ ଆର୍‌ଡିସି, ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆର୍‌ଡିସି, ବରଗଡ଼, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା ଓ ସୋନପୁରରେ ସ୍ଥାନୀୟ ଜିଲାପାଳମାନେ ପତାକା ଉତ୍ତୋଳନ କରିବେ। ରାଉରକେଲାରେ ଏଡିଏମ୍‌ ପତାକା ଉତ୍ତୋଳନ କରିବେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri