ରାଜ୍ୟସ୍ତରୀୟ ପେନ୍‌ସନ, ଭବିଷ୍ୟନିଧି ଅଦାଲତ

ଭୁବନେଶ୍ୱର,୨୧।୧(ବ୍ୟୁରୋ):ଭୁବନେଶ୍ୱରସ୍ଥିତ ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟସ୍ତରୀୟ ପେନ୍‌ସନ ଓ ଭବିଷ୍ୟନିଧି ଅଦାଲତ ଏ.ଜି. ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ମହାଲେଖାକାର ବିଭୁଦତ୍ତ ବସନ୍ତିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଦାଲତରେ ରାଜ୍ୟର ବିଭିନ୍ନ ଜିଲାରୁ ୧୫୦ଜଣ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସେମାନଙ୍କ ଅଭିଯୋଗପତ୍ର ଉପସ୍ଥାପନ କରିଥିଲେ। ପ୍ରଧାନ ମହାଲେଖାକାର ବସନ୍ତିଆ ସେମାନଙ୍କ ଅଭିଯୋଗ ଶୁଣିବାପରେ ତକତ୍ାଳ ୨୦ ଜଣଙ୍କୁ ପେନ୍‌ସନ ଓ ଭବିଷ୍ୟନିଧି ଦେୟ ପ୍ରଦାନ କରିବା ସହ ଅନ୍ୟମାନଙ୍କ ଅଭିଯୋଗ ଉପରେ ୨୪ ଘଣ୍ଟା ଭିତରେ କାର୍ଯ୍ୟାନୁଷ୍ଠାନ ନେବାକୁ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବରିଷ୍ଠ ଉପମହାଲେଖାକାର (ପ୍ରଶାସନ ଓ ପେନ୍‌ସନ) ଦିନମଣୀ ମଲ୍ଲିକ ଓ ଉପମହାଲେକାକାର ମସରୁର୍‌ ଅହମ୍ମଦ ପ୍ରଧାନ ଏଥିରେ ସହଯୋଗ କରିଥିଲେ। ପ୍ରଧାନ ମହାଲେଖାକାରଙ୍କ ସଚିବ ସୁଚିତ୍ରା ଭଟ୍ଟ, ବରିଷ୍ଠ ଲେଖା ଅଧିକାରୀ ମନୋରଞ୍ଜନ ପାଣିଗ୍ରାହୀ, ନିରଞ୍ଜନ ସେନାପତି, ସହକାରୀ ଲେଖା ଅଧିକାରୀ ସୁଶୀଲ କୁମାର ମିଶ୍ର, ଅର୍ଦ୍ଧେନ୍ଦୁ ମଣ୍ଡଳ, ଅକ୍ଷୟ ମହାନ୍ତି, ବସନ୍ତ ପରିଡ଼ା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri