ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ : ତାଲିମ ନେଲେ…

ଦିଗପହଣ୍ଡି,୧୫ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଗତ ୫ ତାରିଖ ଠାରୁ ଚାଲିଥିବା ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟା ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଛି। ପ୍ରଧାନାଚାର୍ଯ୍ୟ ଭଗବତୀ ପ୍ରସାଦ ମିଶ୍ର, ଷଷ୍ଠୀ ପ୍ରସାଦ ବିଷୋୟୀ ଏବଂ କାର୍ଯ୍ୟବାହୀ ପ୍ରଧାନାଚାର୍ଯ୍ୟ ସନ୍ତୋଷ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଶିବିର ଉଦଯାପନୀ ସଭାରେ ଶିକ୍ଷା ବିକାଶ ସମିତିର ପୂର୍ବ କ୍ଷେତ୍ରୀୟ କାର୍ଯ୍ୟକର୍ତ୍ତା ଲକ୍ଷ୍ମୀକାନ୍ତ ମହାପାତ୍ର, ସମିତି କୋଷାଧ୍ୟକ୍ଷ ସତ୍ୟନାରାୟଣ ପଟ୍ଟନାୟକ, ବିଦ୍ୟାଳୟ ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ବିଷୋୟୀ, ସମ୍ପାଦକ ପ୍ରହଲ୍ଲାଦ ଡାକୁଆ, ଉପସଭାପତି ଦେବବ୍ରତ ସାହୁ ପ୍ରମୁଖ ମଞ୍ଚାସିନ ଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ସମଗ୍ର ଓଡିଶାର ୯ ଟି ସମ୍ଭାଗରୁ ୧୪୦ ଆଚାର୍ଯ୍ୟା ଆଚାର୍ଯ୍ୟଙ୍କୁ ୨୦ ପ୍ରଶିକ୍ଷକଙ୍କ ସମେତ ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ପରିବେଶ ପ୍ରଦୂଷିତ ଅଭିଯୋଗ: ମା’ ତାରିଣୀ ପଥର କ୍ରଶର ୟୁନିଟକୁ ସିଲ୍ କଲା ପ୍ରଶାସନ                     

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଡ଼ଙ୍କାରି ମୌଜା ରେ ଥିବା ମା ‘ ତାରିଣୀ ପଥର କ୍ରଶର ୟୁନିଟ କୁ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ…

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ: କେଏସୟୁବିର ବଡ଼ ସଫଳତା

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଯୁକ୍ତ ୩ ଶେଷ ବର୍ଷ (ସ୍ନାତକ) କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷାଫଳ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଏଥିରେ ଭଞ୍ଜନଗର କବି…

ମହିଳାଙ୍କ ସ୍ବାମୀ ଅନ୍ୟ ରାଜ୍ୟରେ କାମ କରୁଥିବା ବେଳେ ଗଢ଼ିଉଠିଲା ପ୍ରେମ, ଜାଣିବା ପରେ ହାଣିଲେ…

ଦିଗପହଣ୍ଡି,୨୫ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଭଞ୍ଜନଗର ଠାକୁରାଣୀ ଯାତ୍ରା: ଅନ୍ତରା ଚକ୍ରବର୍ତ୍ତୀଙ୍କ ଗୀତରେ ଝୁମିଲେ ଦର୍ଶକ

ଭଞ୍ଜନଗର, ୧୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଠାକୁରାଣୀ ଯାତ୍ରା ଶୁକ୍ରବାର ୨୦ତମ ଦିନରେ ପହଞ୍ଚିଛି। ଏହି ଅବସରରେ କବି ସମ୍ରାଟ ରଙ୍ଗମଞ୍ଚରେ ଅନୁଷ୍ଠିତ ସାଂସ୍କୃତିକ…

୬ କୋଟି ବ୍ୟୟରେ ନିର୍ମାଣ ହେବ ଚାରିଧାମ ପାର୍କ ପ୍ରକଳ୍ପ: ବିଧାୟକଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ରେ ନବନିର୍ମିତ ବିଭିନ୍ନ ପ୍ରକଳ୍ପ କୁ ଶୁକ୍ରବାର  ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ…

ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ

ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri