Posted inଖେଳ

ରାଜ୍ୟସ୍ତରୀୟ ପ୍ରତିଭା ଅନ୍ବେଷଣ ଆରମ୍ଭ

ଭୁବନେଶ୍ୱର, ୩।୮ (ତପନ ସ୍ବାଇଁ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ବୁଧବାରଠାରୁ ରାଜ୍ୟସ୍ତରୀୟ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କ୍ରୀଡ଼ା କ୍ଷେତ୍ରରେ ବିଶେଷ ଦକ୍ଷତା ଥିବା ପ୍ରତିଭାଙ୍କୁ ଖୋଜି ବାହାର କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ପ୍ରଥମ ଦିବସରେ ୩୨ଜଣ ଦକ୍ଷ ଜୁଡୋ ଓ ୩୭ ଆଶାୟୀ ଭାରୋତ୍ତୋଳନ ପ୍ରତିଭା ସେମାନଙ୍କ ସାମର୍ଥ୍ୟ ପ୍ରଦର୍ଶନ କରିଥିଲେ। ଗୁରୁବାର ଫେନ୍‌ସିଂ ଓ ଜିମ୍ନାଷ୍ଟିକ୍ସ ପ୍ରତିଭାମାନେ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri