Categories: ଖେଳ

ରାଜ୍ୟସ୍ତରୀୟ ପ୍ରତିଭା ଅନ୍ବେଷଣ ଆରମ୍ଭ

ଭୁବନେଶ୍ୱର, ୩।୮ (ତପନ ସ୍ବାଇଁ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ବୁଧବାରଠାରୁ ରାଜ୍ୟସ୍ତରୀୟ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କ୍ରୀଡ଼ା କ୍ଷେତ୍ରରେ ବିଶେଷ ଦକ୍ଷତା ଥିବା ପ୍ରତିଭାଙ୍କୁ ଖୋଜି ବାହାର କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ପ୍ରଥମ ଦିବସରେ ୩୨ଜଣ ଦକ୍ଷ ଜୁଡୋ ଓ ୩୭ ଆଶାୟୀ ଭାରୋତ୍ତୋଳନ ପ୍ରତିଭା ସେମାନଙ୍କ ସାମର୍ଥ୍ୟ ପ୍ରଦର୍ଶନ କରିଥିଲେ। ଗୁରୁବାର ଫେନ୍‌ସିଂ ଓ ଜିମ୍ନାଷ୍ଟିକ୍ସ ପ୍ରତିଭାମାନେ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିବେ।

Share