ନିର୍ବାଚନ ଯୋଗୁ ରାଜ୍ୟ ହରାଇପାରନ୍ତି ପୁଞ୍ଜିଗତ ଖର୍ଚ୍ଚ , ୩୫ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ,୨୭।୧୧ : ଆସନ୍ତା ବର୍ଷ ରାଜ୍ୟ ନିର୍ବାଚନ ଏବଂ ସାଧାରଣ ନିର୍ବାଚନରେ ରାଜସ୍ବ ହ୍ରାସ ପାଇ ଅନେକ ରାଜ୍ୟ ଚଳିତ ଆର୍ଥିକ ବର୍ଷରେ ପୁଞ୍ଜି ଖର୍ଚ୍ଚ ଲକ୍ଷ୍ୟକୁ ହରାଇ ପାରନ୍ତି। ଆଇସିଆରଏ ରିପୋର୍ଟ ଅନୁଯାୟୀ, ବର୍ଷର ପ୍ରଥମାର୍ଦ୍ଧରେ ରାଜ୍ୟଗୁଡିକର ପୁଞ୍ଜି ବ୍ୟୟ ରେକର୍ଡ ୩୫ ପ୍ରତିଶତ ବୃଦ୍ଧି ପାଇଛି। ଦ୍ୱିତୀୟାର୍ଦ୍ଧରେ ଏହା ହ୍ରାସ ପାଇବ ବୋଲି ଆଶା କରାଯାଉଛି।

ରିପୋର୍ଟ ଅନୁଯାୟୀ, ରାଜ୍ୟମାନଙ୍କର ବଜେଟ ଆକଳନକୁ ବଜାୟ ରଖିବା ପାଇଁ ୨୧ଟି ରାଜ୍ୟ ନିଶ୍ଚିତ କରିବାକୁ ପଡିବ ଦ୍ୱିତୀୟାର୍ଦ୍ଧରେ ପୁଞ୍ଜି ବ୍ୟୟ ହାର ୨୮ ପ୍ରତିଶତରେ ରହିବ। ତଥାପି, ଆଚରଣ ସଂହିତା ଥିବାରୁ ଏହା ସମ୍ଭବ ନୁହେଁ । ସାଧାରଣ ନିର୍ବାଚନ ପୂର୍ବରୁ ମାର୍ଚ୍ଚ ତ୍ରୟମାସରେ ଏକ ଆଚରଣ ବିଧି ଲାଗୁ କରାଯାଇପାରେ । ଏହି ରିପୋର୍ଟରେ ଅରୁଣାଚଳ ପ୍ରଦେଶ, ଆସାମ, ଗୋଆ, ମଣିପୁର, ମେଘାଳୟ, ମିଜୋରାମ ଏବଂ ନାଗାଲାଣ୍ଡ ଅନ୍ତର୍ଭୁକ୍ତ ନାହାନ୍ତି।

ନ୍‌ଏପ୍ରିଲ-ସେପ୍ଟେମ୍ବର ଅବଧିରେ ୨୧ ଟି ରାଜ୍ୟର ମିଳିତ ରା୍ସ୍ବ ଏବଂ ଆର୍ଥିକ ନିଅଣ୍ଟ ଯଥାକ୍ରମେ ୭୦,୦୦୦ କୋଟି ଏବଂ ୩.୫ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ପୂର୍ବ ବର୍ଷ ଅବଧିରେ ଏହା ଯଥାକ୍ରମେ ୫୦,୦୦୦କୋଟି ଏବଂ ୨.୪ ଲକ୍ଷ କୋଟି ଟଙ୍କା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?