Posted inଖେଳ

ରାଜ୍ୟସ୍ତରୀୟ ମିନିଗଲ୍ଫ: ଭୁବନେଶ୍ବର ଚାମ୍ପିୟନ

ଭୁବନେଶ୍ବର,୧୫ା୧ (ତପନ ସ୍ବାଇଁ): ଓଡିଶା ମିନିଗଲ୍ଫ ଆସୋସିଏଶନ ଆନୁକୂଲ୍ୟରେ ୨ ଦିନିଆ ରାଜ୍ୟସ୍ତରୀୟ ମିନିଗଲ୍ଫ ପ୍ରତିଯୋଗିତ ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ଭୁବନେଶ୍ବର ଦଳ ଚାମ୍ପିୟନ ହୋଇଛି। ଖୋର୍ଦ୍ଧା ଜିଲା ରନରଅପ୍‌ ହୋଇଥିଲା ବେଳେ ପୁରୀ ତୃତୀୟ ସ୍ଥାନ ହାସଲ କରିଛି। ପ୍ରତିଯୋଗିତାରେ ରାଜ୍ୟର ୨୦ଟି ଦଳ ଅଂଶଗ୍ରହଣ କରିଥିଲେ। ସବ୍‌ଜୁନିୟର, ଜୁନିୟର, ଯୁବ ଓ ସିନିୟର ବର୍ଗରେ ଅନୁଷ୍ଠିତ ପ୍ରତିଯୋଗିତାରେ ୩୨ଟି ଲେଖାଏ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ପ୍ରଦାନ କରାଯାଇଥିଲା। ଆୟୋଜକ ଆସୋସିଏଶନ ସଭାପତି ସତ୍ୟବ୍ରତ ମୀନକେତନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପୁରସ୍କାର ବିତରଣୀ ସମାରୋହରେ ଅଲିମ୍ପିଆନ ଅନୁରାଧା ବିଶ୍ବାଳ ମୁଖ୍ୟଅତିଥି ଏବଂ ନବରଞ୍ଜନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ମିନିଗଲ୍ଫ ଫେଡେରେଶନ ଅଫ ଇଣ୍ଡିଆର ମହାସଚିବ ସୂରଜ ୟେଟିକର ଓ ଯୁଗ୍ମ ସମ୍ପାଦକ ସୁରେନ୍ଦ୍ର ଚୌହାନ ଓ ରାଜ୍ୟ ଆସୋସିଏଶଡ଼ ସମ୍ପାଦକ ବିକାଶ ଚନ୍ଦ୍ର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତିି ଘଟଣା: ଚିଠିକୁ ନେଇ ବଢ଼ୁଛି ଅଡୁଆ

ପୁରୁଷୋତ୍ତମପୁର,୫।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାର କେବେ ଗୁମର ଫିଟିବ ସେ ନେଇ ଅଞ୍ଚଳବାସୀ ଚାହିଁ ବସିଥିବାବେଳେ...

AQI ବୃଦ୍ଧିକୁ ନେଇ ବାଲେଶ୍ବର ପାଇଁ ଜାରି ହେଲା ପ୍ରଦୂଷଣ କଟକଣା, ଆଗାମୀ ୭ ଦିନ ପାଇଁ ଗାଇଡ୍‌ଲାଇନ…

ବାଲେଶ୍ୱର,୫ା୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାରେ ବର୍ତ୍ତମାନ ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଜିଲ୍ଲାପାଳ ଗାଇଡ୍‌ଲାଇନ ଜାରି କରିଛନ୍ତି । GRAP ଷ୍ଟେଜ୍–II ମାର୍ଗଦର୍ଶିକା ଅନୁସାରେ,...

ଓଡ଼ିଶାରେ ଗର୍ଜିଲା S-400: ଅପରେଶନ ସିନ୍ଦୂରରେ ହଜାଇଥିଲା ପାକିସ୍ତାନ ନିଦ

ଭୁବନେଶ୍ୱର,୫ା୧: ଭାରତୀୟ ପ୍ରତିରକ୍ଷା କ୍ଷେତ୍ରରେ ସୋମବାର ଏକ ବଡ଼ ସଫଳତା ମିଳିଛି। ଓଡ଼ିଶା ଉପକୂଳସ୍ଥିତ ଅବଦୁଲ କଲାମ ଦ୍ବୀପରୁ ଅତ୍ୟାଧୁନିକ ଏୟାର ଡିଫେନ୍ସ ସିଷ୍ଟମ୍ S-400...

ମହିଳା ସହକର୍ମୀଙ୍କ ନାବାଳିକା ଝିଅଙ୍କୁ ବଳାତ୍କାର କଲେ ସରକାରୀ କର୍ମଚାରୀ, ଅଶ୍ଳୀଳ ଭିଡିଓ କରି କରୁଥିଲେ…

ଲକ୍ଷ୍ନୌ,୫।୧: ଉତ୍ତର ପ୍ରଦେଶରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଜଣେ ସରକାରୀ କର୍ମଚାରୀ ତାଙ୍କ ମହିଳା ସହକର୍ମୀଙ୍କ ୧୬ ବର୍ଷୀୟା ଝିଅକୁ ବଳାତ୍କାର କରିଥିବା...

ପାଇପଲାଇନରୁ ONGC ଗ୍ୟାସ ଲିକ୍: ଅନେକ ସ୍ଥାନରେ ଲାଗିଲା ନିଆଁ, ଖାଲି ହେଲା ଗାଁ

ନୂଆଦିଲ୍ଲୀ,୫।୧: ଆନ୍ଧ୍ରପ୍ରଦେଶର କୋନାସୀମା ଜିଲାରେ ଏକ ଓଏନଜିସି ପାଇପଲାଇନରୁ ଭୟଙ୍କର ଗ୍ୟାସ ଲିକ୍ ହୋଇଛି । ମାଲିକିପୁରମ ମଣ୍ଡଳର ଇରୁସ୍ମାଣ୍ଡା ନିକଟରେ ଏହି ଗ୍ୟାସ ଲିକ୍...

ଆମେରିକାରେ ହେବାକୁ ଥିବା ସ୍ବତନ୍ତ୍ର ଅଲମ୍ପିକ୍ସ ସାଇକେଲିଂ ରେସରେ ଭାଗନେବେ ରାମ ବରିହା, ଅର୍ଥ ବାଧକ ସାଜିଥିବାରୁ…

ବଲାଙ୍ଗୀର, ୫।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁନ୍ତଳାସ୍ଥିତ ସ୍ବତନ୍ତ୍ର ଭିନ୍ନକ୍ଷମ ଆବାସିକ ବିଦ୍ୟାଳୟର ବୌଦ୍ଧିକ ଭିନ୍ନକ୍ଷମ ଛାତ୍ର ରାମ ବରିହା ବିଶ୍ୱସ୍ତରୀୟ ସ୍ବତନ୍ତ୍ର...

ଜିଲାର ବିଭିନ୍ନ ସମସ୍ୟା ନେଇ ମୁଖ୍ୟ ଶାସନସଚିବଙ୍କୁ ଭେଟିଲେ ବିଧାୟକ

ଗଜପତି,୫।୧(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ସୋମବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କୁ ସାକ୍ଷାତ କରି ମୁଖ୍ୟଶାସନ...

ଲୋକ ଭବନ ଉଦ୍ୟାନକୁ କିଭଳି ଯିବେ ଜାଣନ୍ତୁ…

ଭୁବନେଶ୍ୱର,୫ା୧: ଆସନ୍ତା ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ଲାଗି ଲୋକ ଭବନ ଉଦ୍ୟାନ ଖୋଲିବ। ସ୍କୁଲ୍‌ ଛାତ୍ରୀଛାତ୍ରଙ୍କ ପାଇଁ ସକାଳ ୮ଟା ୩୦ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri