ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା୧୭୩.୮%

ଭୁବନେଶ୍ୱର:  ଦେଶର ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଖାଉଟି ମୂଲ୍ୟସୂଚୀ ପ୍ରକାଶ ପାଇଛି। ୨୦୨୧ ଏପ୍ରିଲ ରେ ଏହା ୧୨୦.୧ ପଏଣ୍ଟ ରହିଥିଲା, ଯାହା ୨୦୨୧ ମେ’ରେ ୦.୫ ପଏଣ୍ଟ ବଢ଼ି ୧୨୦.୬ ପଏଣ୍ଟରେ ପହଞ୍ଚତ୍ଛି।
ତାଳଚେର ଓ ଅନୁଗୋଳରେ ମଧ୍ୟ ଏହା ୧୨୭.୩ ପଏଣ୍ଟରେ ରହିଥିବା ବେଳେ ମେ’ରେ ଏହା ୧.୪ ପଏଣ୍ଟ ବୃଦ୍ଧି ଘଟି ୧୨୮.୭ ପଏଣ୍ଟ ହୋଇଛି। କଟକରେ ଏହା ୧୨୭ ପଏଣ୍ଟରେ ଥିଲା ବେଳେ ବର୍ତ୍ତମାନ ଏହା ୦.୫ ପଏଣ୍ଟ ବଢି ମେ’ରେ ୧୨୭.୫ ପଏଣ୍ଟରେ ରହିଛି। ଅନ୍ୟପକ୍ଷରେ କେନ୍ଦୁଝରରେ ମଧ୍ୟ ଏହା ୧୨୫.୫ ପଏଣ୍ଟରେ ରହିଥିଲା। ମେ’ରେ ଏହା ୧.୩ ପଏଣ୍ଟ ବଢି ୧୨୬.୮ ପଏଣ୍ଟକୁ ଛୁଇଁଛି। ରାଷ୍ଟ୍ରାୟତ୍ତ ଉଦ୍ୟୋଗର କର୍ମଚାରୀମାନେ ବର୍ତ୍ତମାନ ୧୭୦.୫୩% ଭତ୍ତା ପାଉଛନ୍ତି। ବର୍ତ୍ତମାନ ସମୟରେ ଏହା ୩.୨୭% ବୃଦ୍ଧି ପାଇ ୧୭୩.୮% ରେ ରହିଥିବା ସୂଚନା ମିଳିଛି। ଏହା ଜୁଲାଇ ପହିଲାରୁ ସେମାନଙ୍କୁ ଦିଆଯିବ । ସରକାରୀ କର୍ମଚାରୀମାନେ ବର୍ତ୍ତମାନ ୧୭% ଭତ୍ତା ପାଉଛନ୍ତି। ଏବେ ଏହା ୧୪% ବୃଦ୍ଧି ପାଇଛି। ଏହି ବୃଦ୍ଧି ରାଶି ସେମାନଙ୍କୁ ୨୦୨୦ ଜାନୁୟାରୀରେ ଯଥାକ୍ରମେ ୪%, ୨୦୨୦ ଜୁଲାଇରୁ ୩% ଏବଂ ୨୦୨୧ ଜାନୁୟାରୀରେ ୪% ଏବଂ ଅବଶିଷ୍ଟ ୩% ଜୁଲାଇ ୨୦୨୧ରେ ମିଳିବ । ସେହିପରି ବ୍ୟାଙ୍କ ଓ ବୀମା କର୍ମଚାରୀମାନେ ସେମାନଙ୍କର ବର୍ଦ୍ଧିତ ଭତ୍ତା ଅଗଷ୍ଟ ପହିଲାରୁ ପାଇବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri