‘ଭାଜପାରେ ମିଶିଯିବ ବିଜେଡି’

ଭୁବନେଶ୍ୱର,୧୯।୧୦: ଗତ କିଛିଦିନ ଧରି ବିଜେଡିର ତୁଙ୍ଗ ନେତାମାନେ ଦଳ ବିରୋଧରେ ବୟାନବାଜି କରୁଛନ୍ତି। ଏଥିନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଥିବା କୁହାଯାଉଛି। ତେବେ ବିଜେଡି ନେଇ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି । ବିଜେଡି ଆଉ ବେଶୀ ଦିନ ରହିବ ନାହିଁ, ସେହି ଦଳ ଭାଙ୍ଗିଯିବ ବୋଲି ସେ କହିଛନ୍ତି ।

ଏହାଛଡ଼ା ସେ କହିଛନ୍ତି, ନିକଟରେ ବିଜେଡି ନେତା ଅମର ଶତପଥୀ ବିଜେଡି ବିରୋଧରେ ବିଷୋଦଗାର କରିଥିଲେ । ତାଙ୍କ ଭଳି ଜଣେ ଅଭିଜ୍ଞ ନେତାଙ୍କ ବୟାନ ଦେଖିଲେ ବିଜେଡିରେ ଆଉ କିଛି ନାହିଁ ବୋଲି ବୁଝାପଡ଼ୁଛି । ଏସବୁ ଲୋକେ ଅନୁଭବ କରି ଜନସାଧାରଣ ଭାଜପାକୁ ସରକାରକୁ ଆଣିଛନ୍ତି । ବିଜେଡି ରହିବ ନାହିଁ, ଏହା ସ୍ପଷ୍ଟ ଜଣାପଡ଼ୁଛି । ବିଜେଡି ପୂରା ଭାରତୀୟ ଜନତା ପାର୍ଟି(ଭାଜପା)ରେ ମିଶିବ । ବିଜେଡି କଂଗ୍ରେସ ସହ ନୁହେଁ ବରଂ ଭାଜପା ସହ ମିଶିଯିବ। ଯିଏ ଆମ ଦଳକୁ ଆସିବ, ଆମେ ତାଙ୍କୁ ଗ୍ରହଣ କରିବୁ ବୋଲି ରବି ନାଏକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri