ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ସମ୍ମାନୀତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ। ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଏଥର ପରେଡର ନେତୃତ୍ୱ ନେଇଥିଲେ କେସିଙ୍ଗାର ଏସ୍‌ଡିପିଓ ୟସ ପ୍ରତାପ ଶ୍ରୀମାଲ। ଚଳିତ ବର୍ଷ ପ୍ରଥମ ଥର ପାଇଁ ଆନ୍ଧ୍ର ପୁଲିସର ଏକ ଟ୍ରୁପ ପରେଡରେ ସାମିଲ ହୋଇଛି। ଓଡିଶା ସରକାରଙ୍କର ପ୍ରମୁଖ ବିଭାଗର ୮ଟି ପ୍ରଜ୍ଞାପନ ମେଢ ଓ ସ୍କେଟିଂ ଏକାଡେମୀ ପକ୍ଷରୁ ସ୍କେଟିଂ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଆସିଲେ ୪୯୬ ପ୍ରବାସୀ, ଗଲେ ୪୨୭

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଦିଲ୍ଲୀରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସିଥିବା ପ୍ରଥମ ସ୍ବତନ୍ତ୍ର ଟ୍ରେନ୍‌ ଶୁକ୍ରବାର ସନ୍ଧ୍ୟା ୭ଟା ୧୦ରେ ଭୁବନେଶ୍ୱର ରେଳ ଷ୍ଟେଶନରେ ପହଞ୍ଚିଥିଲା। ନୂଆଦିଲ୍ଲୀ-ଭୁବନେଶ୍ୱର ସ୍ପେଶାଲ...

ବଲାଙ୍ଗୀରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ୍‌: ଓହ୍ଲାଇଲେ ୩ଶହରୁ ଊର୍ଦ୍ଧ୍ୱ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୪।୫- ବଲାଙ୍ଗୀର ରେଳ ଷ୍ଟେଶନରେ ଗୁରୁବାର ଦିନ ପ୍ରାୟ ୧୨ଟା ୫୦ରେ ତାମିଲନାଡୁର ତିରୁପୁରରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିଛି। ଏହି...

ଅସୁସ୍ଥତା ସତ୍ତ୍ୱେ କାର୍ଯ୍ୟ କଲେ ବିଏମ୍‌ସି ଇଞ୍ଜିନିୟର

ଭୁବନେଶ୍ୱର,୧୭।୫(ବ୍ୟୁରୋ) : ସପ୍ତାହକୁ ଦୁଇଥର(ସୋମବାର ଓ ଶୁକ୍ରବାର) ଡାଏଲିସିସ୍‌ ଚିକିତ୍ସା। ୨୦୧୮ ଡିସେମ୍ବରରୁ ସେ କିଡ୍‌ନୀ ରୋଗରେ ପୀଡ଼ିତ। ଏହା ସତ୍ତ୍ୱେ ବାତ୍ୟା ‘ଫନୀ’ ପରେ...

ମହିଳାଙ୍କ ଆକାଉଣ୍ଟରୁ ଗାଏବ ହୋଇଗଲା ୧୨.୪୫ ଲକ୍ଷ

ବାଲେଶ୍ୱର ଅଫିସ, ୨୯।୧୨: ବାଲେଶ୍ୱର ଜିଲାରେ ଏକ ବଡ଼ଧରଣର ସାଇବର ଠକେଇ ସାମ୍ନାକୁ ଆସିଛି। ଜଣେ ମହିଳାଙ୍କ ଇଣ୍ଡସ୍‌ଇଣ୍ଡ ବ୍ୟାଙ୍କ, ବାଲେଶ୍ୱର ବ୍ରାଞ୍ଚରେ ଥିବା ଫିକ୍ସଡ୍‌...

୧୬ ଦେଶର ରାଷ୍ଟ୍ରଦୂତଙ୍କ ସହ ହେବ ଆଲୋଚନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ ଅନୁଷ୍ଠିତ ହେବ। ଏହାକୁ ସଫଳ...

କୋର୍ଟ ପରିସରରୁ ଅଭିଯୁକ୍ତ ଚମ୍ପଟ ଘଟଣା: ୨ କନଷ୍ଟେବଳ ନିଲମ୍ବିତ

ଜଗତ୍‌ସିଂହପୁର ଅଫିସ, ୮ା୭: ଜଗତ୍‌ସିଂହପୁର କୋର୍ଟ ପରିସରରୁ ଗତ ୬ ତାରିଖରେ ଅଭିଯୁକ୍ତ ସୂର୍ଯ୍ୟ ସିଂହ(୧୯) ପୋଲିସକୁ ଚକ୍‌ମା ଦେଇ ଚମ୍ପଟ ମାରିଥିଲେ। ଏ ନେଇ...

ଖରିଫ ଧାନ ସଂଗ୍ରହ ଆରମ୍ଭରୁ ତେଜିଲା ଅସନ୍ତୋଷ

ଭବାନୀପାଟଣା/କୋକସରା,୨୫।୧୧(ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଅନୁଷ୍ଠାନିକ ଭାବେ ଗୁରୁବାର ରଣମାଲ ମଣ୍ଡିରେ ଆରମ୍ଭ ହୋଇଛି। ହେଲେ ପ୍ରଥମ ଦିନରୁ ହିଁ ଚାଷୀଙ୍କ...

ରାଜ୍ୟ ପୋଲିସର ୧୪ ଡିଏସ୍‌ପିଙ୍କୁ ବଦଳି

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟ ପୋଲିସର ୧୪ ଜଣ ଡିଏସ୍‌ପିଙ୍କୁ ବଦଳି କରାଯାଇଛି। ଏ ନେଇ ବୁଧବାର ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ସମସ୍ତ...

Advertisement
Archives

Model This Week