୨୭ରେ ରାଜ୍ୟ ସଭାପତିଙ୍କ ଜୁନାଗଡ଼ ଗସ୍ତ: ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ

ଜୁନାଗଡ଼,୨୩।୮(ଅଂଶୁମାନ ଯୋଶୀ)-ରାଜ୍ୟ ସଭାପତି ଦାୟିତ୍ୱ ନେବା ପରେ ମନମୋହନ ସାମଲଙ୍କ ପ୍ରଥମ କଳାହାଣ୍ଡି ଗସ୍ତ ଆସନ୍ତା ୨୬ରେ କଳାହାଣ୍ଡି ଗସ୍ତରେ ଆସିବେ। ତେବେ ୨୭ ତାରିଖ ତାଙ୍କର ଜୁନାଗଡ଼ ଗସ୍ତ ରହିଥିବାବେଳେ ଏହାକୁ ନେଇ ସ୍ଥାନୀୟ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏ ନେଇ ଜୁନାଗଡ଼ ଦଳୀୟ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l

ନଗର ସଭାପତି ବିକ୍ରାନ୍ତ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ବିଧାୟକ ପ୍ରାର୍ଥୀ ମନୋଜ କୁମାର ମେହେର, ବରିଷ୍ଟ ଉପ ସଭାପତି ଅଜୟ ପାଣିଗ୍ରାହୀ, ରାଜ୍ୟ ପରିଷଦ ସଦସ୍ୟ କାଳିନ୍ଦୀ ପାଣିଗ୍ରାହୀ, ଜିଲା ସମ୍ପାଦକ ସତ୍ୟନାରାୟଣ ବେହେରା, ଜିଲା ସମ୍ପାଦକ ହିମାଂଶୁ ଶେଖର ବରା, ପୂର୍ବତନ ନଗରପାଳ ସୁଧାଂଶୁ ଶେଖର ବରା, ନିର୍ବାଚନ ମଣ୍ଡଳୀ ସମସ୍ତ ମଣ୍ଡଳ ସଭାପତି ଅଂଶୁମାନ ଯୋଶୀ, ରୋଶନ ନାଏକ, ଷଷ୍ଠି ବେହେରା, ଚନ୍ଦ୍ର ହାସ୍ୟ ବିଶ୍ୱାଳ, ବୈଶାକୁ କେତକୀ, ପ୍ରମୋଦ କୁମାର ପ୍ରଧାନ, ଜୟକୃଷ୍ଣ ସାହୁ ପ୍ରମୁଖ ନିଜ ନିଜ ମତ ରଖି ରାଜ୍ୟ ସଭାପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ମତ ରଖିଥିଲେ l

ସୂଚନାଯୋଗ୍ୟ,ଆସନ୍ତା ୨୭ ତାରିଖ ପୂର୍ବାହ୍ନ ୯ଟାରେ ସଭାପତି ବନମାଳୀ ପୁର ଛକ ଠାରେ ପହଞ୍ଚିବେ। ସେଠାରୁ ଟାଉନ ହଲ ପ୍ରର୍ଯ୍ୟନ୍ତ ଏକ ବିଶାଳ ମୋଟର ସାଇକେଲ ଶୋଭାଯାତ୍ରାରେ ମାଧ୍ୟମରେ ତାଙ୍କୁ ସ୍ବାଗତ କରାଯିବ। ଟାଉନ ହଲସ୍‌ଠାରେ ଯୋଗଦେଇ କର୍ମୀଙ୍କୁ ସମ୍ଭୋଧିତ କରିବେ l ପରେ ମା’ ଲଙ୍କେଶ୍ୱରୀଙ୍କ ଦର୍ଶନ ସହ ପ୍ରଭୁ ଶ୍ରୀ ଗଣେଶଙ୍କ ଦର୍ଶନ କରିବେ l


Enter your email to get our daily news in your inbox.

All Right Reserved By Dharitri.Com

ଇରାକ୍‌ରେ ଖସିଲା ଆମେରିକା ବିମାନ: ୪ ମୃତ

ଦୁବାଇ,୧୪ା୩: ଇରାନ୍‌ ବିରୋଧୀ ଯୁଦ୍ଧରେ ଆମେରିକାର ସାମରିକ ବିମାନଗୁଡ଼ିକୁ ତୈଳ ଯୋଗାଉଥିବା ଏକ କେସି-୧୩୫ ଏୟାରକ୍ରାଫ୍ଟ ପଶ୍ଚିମ ଇରାକ୍‌ରେ ଖସିପଡ଼ିଛି। ବିମାନରେ ନିଅଁା ଲାଗିଯିବାରୁ ସେଥିରେ ଥିବା…

ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ

ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ…

ସମର୍ଥନ ମିଳୁଛି, ସମାଧାନ ହେଉନି: ଚେତାବନୀ ଦେଲେ ଚାଷୀ

ବରଗଡ଼,୧୪।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ଦାବିରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନ ଗଦା କରି ଚାଲିଥିବା ଚାଷୀଙ୍କ ଆନ୍ଦୋଳନ ଶୁକ୍ରବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ସେମାନଙ୍କ ଧାନକ୍ରୟ…

ଏଲ୍‌ପିଜି ଅପେକ୍ଷାରେ ହୃଦ୍‌ଘାତ, ବୃଦ୍ଧ ମୃତ

ଚଣ୍ଡିଗଡ଼,୧୪ା୩: ଇରାନ ଯୁଦ୍ଧକୁ ନେଇ ରନ୍ଧନ ଗ୍ୟାସ୍‌ ଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ଦେଶର ବିଭିନ୍ନ ଭାଗରେ ଏଲ୍‌ପିଜି ପାଇବା ପାଇଁ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଶୁକ୍ରବାର…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ରବିବାରଠୁ ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୪ା୩(ବନ୍ଦନା ସେଠୀ):ରାଜ୍ୟରେ ଏବେ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ବା ହିଟ୍‌ ଓ୍ବେଭ୍‌ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ରାଜ୍ୟରେ ଏବେ ହିଟ୍‌ ଓ୍ବେଭ୍‌ ଜାରି…

ଏଲ୍‌ପିଜି ସଙ୍କଟ: ପାର୍ଲାମେଣ୍ଟରେ ବିକ୍ଷୋଭ

ନୂଆଦିଲ୍ଲୀ,୧୪ା୩: ଏଲ୍‌ପିଜି ସଙ୍କଟକୁ ନେଇ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପେଟ୍ରୋଲିୟମ୍‌ ମନ୍ତ୍ରୀ ହରଦୀପ୍‌…

ମୋଜତବାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର: ପୁରସ୍କାର ଘୋଷଣା କଲା ଆମେରିକା

ଓ୍ବାଶିଂଟନ୍‌,୧୪ା୩:ଇରାନ୍‌ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri