ଆନ୍ତଃ ରାଜ୍ୟ ର଼୍ୟାକେଟ ସମ୍ପୃକ୍ତି: ୯ ଗିରଫ

ସମ୍ବଲପୁର,୧ା୭(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ନଂ. ଜାତୀୟ ରାଜପଥର ଗଡଗଡବାହାଲ ନିକଟ ଗାୟତ୍ରୀ କମ୍ପାନୀ ଅଫିସ ନିକଟରେ ଗୁରୁବାର ହାଇୱାଗୁଡିକୁ କାଟି ବିକ୍ରି କରାଯାଉଥିବାବେଳେ ପୋଲିସ ଚଢାଉ କରିଥିଲା। ଶୁକ୍ରବାର ଏହି ଆନ୍ତଃରାଜ୍ୟ ସ୍କ୍ରାପ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ୯ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରୁ ୬ଜଣ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲା ପାନଗଡର ବୋଲି ଜଣାପଡିଛି। ସେମାନେ ହେଲେ ଭାବତ ତରଣ (୩୫), ରବି ବାଗଡି (୨୫), ତିତେନ ବାଗଡି (୩୫), ମନପ୍ରିତ ସିଂ (୨୩), ଶିବ ଗୁପ୍ତା (୨୨) ଓ ସତିଶ ଯାଦବ (୨୪)। ଅନ୍ୟମାନେ ହେଲେ ଉତ୍ତରପ୍ରଦେଶ ବସ୍ତି ଜିଲାର ପପୁ ଗୁପ୍ତା (୩୫), ରାକେଶ ଯାଦବ (୨୦) ଓ ବଲାଙ୍ଗୀର ଜିଲାର ବାବୁଲାଲ ନାଗ (୫୨)। ଏ ନେଇ ଯୁଯୁମୁରା ଥାନାରେ କେସ୍‌ ନଂ.୭୫/୨୩ରେ ମାମଲା ରୁଜୁ ହୋଇଛି। ଘଟଣାସ୍ଥଳରୁ ୧୦ଟି ଅକ୍ସିଜେନ ସିଲିଣ୍ଡର, ଗ୍ୟାସ୍‌ କଟର, ୪ଟି ଆଇରନ କଟିଂ ପ୍ଲେଟ, ୧ଟି ସ୍କ୍ରାପ ଲୋଡ୍‌ କରିବା ପାଇଁ ବ୍ୟବହୃତ ହାଇଡ୍ରା (୧୫ଏସ-୫୨୨୫) ଓ ସ୍କାପ ମାଫିଆଙ୍କ ଦାମୀ ଥର ଗାଡି (ଓଡି୩୩ଏସି-୮୮୯୧) ଜବତ ହୋଇଛି। ସୂଚନାଯୋଗ୍ୟ ଅଭିଯୁକ୍ତମାନେ ୪ଟି ହାଇୱାକୁ ଗୁରୁବାର କାଟୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଯୁଯୁମୁରା ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରଶାନ୍ତ ଗଡନାୟକଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଚଢାଉ କରିଥିଲା। ଘଟଣାସ୍ଥଳରୁ ସ୍କ୍ରାପ ବ୍ୟବସାୟୀମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ ୪ଜଣ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚୁରା କରୁଥିଲା। ଏହି ଗାଡିଗୁଡିକ ଜାତୀୟ ରାଜପଥ ନିର୍ମାଣ ସଂସ୍ଥାର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?