ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା

ଭୁବନେଶ୍ୱର, ୨୫।୯ (ବ୍ୟୁରୋ): ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ଆକ୍ରାନ୍ତ ହୋଇଛନ୍ତି। କ୍ରୀଡ଼ାମନ୍ତ୍ରୀ ନିଜେ ଶୁକ୍ରବାର ଟୁଇଟ୍‌ ଯୋଗେ ଏହି ସୂଚନା ଦେଇଛନ୍ତି। ‘ମୁଁ ଆଜି କରୋନା ଆକ୍ରାନ୍ତ ହୋଇଛି। ବିଗତ ୭ ଦିନ ମଧ୍ୟରେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜକୁ ଆଇସୋଲେଶନରେ ରଖନ୍ତୁ। ମୁଁ ଏବେ ହୋମ୍‌ ଆଇସୋଲେଶନରେ ଥାଇ ସୁସ୍ଥ ଅଛି’ ବୋଲି ତୁଷାରକାନ୍ତି ଟୁଇଟର୍‌ରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷ ଜେଲଦଣ୍ଡ ଭୋଗି ନିର୍ଦ୍ଦୋଷରେ ଖଲାସ

ବାରିପଦା ଅଫିସ,୧୫ା୧୨- ଅନ୍ଧବିଶ୍ୱାସ ଓ ଗୁଣିଗାରେଡ଼ିକୁ ନେଇ ଟ୍ରିପଲ ମର୍ଡର ଘଟଣାରେ ୧୮ବର୍ଷ ଜେଲ ଦଣ୍ଡ ଭୋଗିବା ପରେ ନିର୍ଦ୍ଦୋଷରେ ମୁକୁଳିଛନ୍ତି ବଳରାମପୁର ଗ୍ରାମର ହାବିଲ...

ଭଦ୍ରକର ବିଭିନ୍ନ ମାର୍କେଟରୁ ୧୦୦ରୁ ଊର୍ଦ୍ଧ୍ୱ ବାଇକ ଜବତ

ଭଦ୍ରକ ଅଫିସ, ୭।୪: କରୋନାକୁ ହରାଇବାର ଏକମାତ୍ର ବିକଳ୍ପ ହେଉଛି ସଚେତନତା ଓ ସାମାଜିକ ଦୂରତ୍ୱ। ତେଣୁ ସମସ୍ତେ ଘରେ ରହି ଘାତକ ଭୂତାଣୁ ‘କୋଭିଡ୍‌-୧୯’...

ପୁଣି ଆସୁଛି ଏକ ଲଘୁଚାପ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

ରାସ୍ତାରେ ପଡ଼ିଛି ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ

ଢେଙ୍କିକୋଟ/କେନ୍ଦୁଝର,୨ା୯(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବୁଢ଼ାବଣ ଗ୍ରାମର ଜଣେ ମହିଳାଙ୍କ ମୁଣ୍ଡଗଣ୍ଡି ଅଲଗା କରି କେହି ଦୁର୍ବୃତ୍ତ ନିର୍ମମ ଭାବେ ହତ୍ୟା କରିଥିବା...

ଥାନାକୁ ମନା, ଡିସିପି ଅଫିସ୍‌ରେ ଭିଡ଼

କଟକ ଅଫିସ,୨୫ା୭: କରୋନା ସଂକ୍ରମଣ ରୋକିବା ପାଇଁ ବାହାରେ ବୁଲୁଥିବା ଲୋକଙ୍କୁ ପୋଲିସ ଟିକିନିଖି ଜେରା କରୁଛି। ଅମାନିଆଙ୍କୁ ଲାଠି ଉଠାଇବାକୁ ହେଳା କରୁନି। କଟକରେ...

ଆଜି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଆଜି ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଯିବେ। ସେଠାରୁ ୨୦ତାରିଖ ୪ଟା ୧୫...

୧୩ରେ ବିଧାୟକମାନଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୦।୯(ବ୍ୟୁରୋ) – ଚଳିତ ମାସ ୧୩ ଏବଂ ୧୪ ତାରିଖରେ ଓଡ଼ିଶା ବିଧାନସଭାର ନବନିର୍ବାଚିତ ସଦସ୍ୟାସଦସ୍ୟମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଲୋକସଭା ସଚିବାଳୟ...

ହସ୍ପିଟାଲରେ ବିଦ୍ୟୁତ୍‌ କାଟ୍‌: ଭେଣ୍ଟିଲେଟରରେ ଥିବା ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୋପାଳ,୧୨।୧୨: ହସ୍ପିଟାଲରେ ବିଦ୍ୟୁତ୍‌ କାଟ୍‌ ଯୋଗୁ ଚିକିତ୍ସିତ ହେଉଥିବା ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ମଧ୍ୟପ୍ରଦେଶର ହାମିଦିଆ ହସ୍ପିଟାଲରେ...

Advertisement
Archives

Model This Week